Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଦିତ୍ୟ ଦାଶ ମୃତ୍ୟୁ ମାମଲାରେ ନୂଆ ଟ୍ୱିଷ୍ଟ, ମୃତ୍ୟୁ ପଛରେ ସାଇକୋ ଲେଡି !
ଆଜିର ଖବର

ଅଦିତ୍ୟ ଦାଶ ମୃତ୍ୟୁ ମାମଲାରେ ନୂଆ ଟ୍ୱିଷ୍ଟ, ମୃତ୍ୟୁ ପଛରେ ସାଇକୋ ଲେଡି !

September 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ମାନବ ପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁର ଖୋଳତାଡ଼ କରୁଛି କ୍ରାଇମବ୍ରାଂଚ  । ତେବେ ଏହି ମାମଲାର ମୋଡ଼ ବଦଳିବାକୁ ଯାଉଛି। ଆଦିତ୍ୟ ଦାସଙ୍କ ମୃତ୍ୟୁ ପଛରେ ଜଣେ ସାଇକୋ ଲେଡ଼ିର ହାତ ରହିଛି ବୋଲି ଆଦିତ୍ୟଙ୍କ ବାପା ଅଭିଯୋଗ କରିଛନ୍ତି । ଏନେଇ କ୍ରାଇମବ୍ରାଂଚ ତଦନ୍ତ କରୁନଥିବାରୁ ଏହାର ସିବିଆଇ ପାଇଁ ସେ ଦାବି କରିଛନ୍ତି । ଅପରପକ୍ଷରେ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ ମଧ୍ୟ ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ପିଟିସନ ଦାଏର କରିଛନ୍ତି  ।

ଆଦିତ୍ୟଙ୍କ ବାପା କହିଛନ୍ତିଯେ, ଜଣେ ମହିଳା ଆଦିତ୍ୟଙ୍କୁ ଏକତରଫା ଭଲ ପାଉଥିଲେ  । ତାଙ୍କୁ ବିବାହ କରିବା ପାଇଁ ବ୍ଲାକମେଲିଂ କରୁଥିଲେ । ସେହି ମହିଳାଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରିବା ଦରକାର  । କିନ୍ତୁ କ୍ରାଇମବ୍ରାଂଚ ଏଦିଗରେ ତଦନ୍ତ କରୁନାହିଁ ବୋଲି ସେ ଅଭିଯୋଗ କରିବା ସହ ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି  ।

ଏହି ମାମଲାର ଏବେ କ୍ରାଇମବ୍ରାଂଚ ତଦନ୍ତ କରାଯାଉଥିବାବେଳେ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ, ସହଯୋଗୀ ପପୁ, ବିକାଶ ଓ ଦୀପୁଙ୍କୁ ଲାଇ ଡିଟେକ୍ସନ ଟେଷ୍ଟ ମଧ୍ୟ କରାଯାଇଛି ।

ମାନବପ୍ରେମୀ ଆଦିତ୍ୟ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃଆରୀ ୧ରୁ ମହଙ୍ଗା ହେବ ସିଗାରେଟ୍ ପିଇବା: ଉତ୍ପାଦ ଶୁଳ୍କ ବୃଦ୍ଧି କଲେ ସରକାର 

January 1, 2026

ନୂଆବର୍ଷର ପ୍ରଥମ ଦିନରେ ମହଙ୍ଗା ମାଡ଼: ୧୧୧ ଟଙ୍କା ବୃଦ୍ଧି ପାଇଲା LPG ସିଲିଣ୍ଡରର ମୂଲ୍ୟ

January 1, 2026

ଆଣ୍ଟିବାୟୋଟିକର ବ୍ୟବହାର ନେଇ ସଚେତନ କଲେ ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

January 1, 2026

ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

January 1, 2026
Latest News

ଫେବୃଆରୀ ୧ରୁ ମହଙ୍ଗା ହେବ ସିଗାରେଟ୍ ପିଇବା: ଉତ୍ପାଦ ଶୁଳ୍କ ବୃଦ୍ଧି କଲେ ସରକାର 

January 1, 2026

ନୂଆବର୍ଷର ପ୍ରଥମ ଦିନରେ ମହଙ୍ଗା ମାଡ଼: ୧୧୧ ଟଙ୍କା ବୃଦ୍ଧି ପାଇଲା LPG ସିଲିଣ୍ଡରର ମୂଲ୍ୟ

January 1, 2026

ଆଣ୍ଟିବାୟୋଟିକର ବ୍ୟବହାର ନେଇ ସଚେତନ କଲେ ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

January 1, 2026

ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

January 1, 2026

ଉପମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ RVR ପ୍ରୋଜେକ୍ଟସର ଏମ୍.ଡି.

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.