Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରୋଇ ସ୍କୁଲ୍‌ ଫି ବୃଦ୍ଧି ପ୍ରସଙ୍ଗ:  ଆପୋସ ବୁଝାମଣାରେ ସମାଧାନ ପାଇଁ ପରାମର୍ଶ ଦେଲେ ହାଇକୋର୍ଟ
ଆଜିର ଖବର

ଘରୋଇ ସ୍କୁଲ୍‌ ଫି ବୃଦ୍ଧି ପ୍ରସଙ୍ଗ:  ଆପୋସ ବୁଝାମଣାରେ ସମାଧାନ ପାଇଁ ପରାମର୍ଶ ଦେଲେ ହାଇକୋର୍ଟ

September 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ:  ଘରୋଇ ସ୍କୁଲ୍‌ ଫି ବୃଦ୍ଧି ପ୍ରସଙ୍ଗରେ ଆପୋସ ସମାଧାନ ପାଇଁ ଆଜି ଓଡିଶା ହାଇକୋର୍ଟ ପରାମର୍ଶ ଦେଇଛନ୍ତି । ବୈଠକ ଡାକି ଆଲୋଚନା କରି ସମାଧାନର ସୂତ୍ର ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ହାଇକୋର୍ଟ । ଏକ ମାମଲାର ଶୁଣାଣି କରି ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ମିଳିତ ବୈଠକ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଅଭିଭାବକ ମହାସଂଘ, ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସମେତ ଆବେଦନକାରୀ ଅଭିଭାବକଙ୍କୁ ସାମିଲ କରିବାକୁ କୁହାଯାଇଛି ।

ଯଦି କୌଣସି ନିର୍ଯ୍ୟାସ୍ ନବାହାରେ ତାହେଲେ କୋର୍ଟ ନିଷ୍ପତ୍ତି ନେବେ । କୋର୍ଟ ଆସନ୍ତା ସପ୍ତାହରେ ଏହି ମାମଲାର ଶୁଣାଣି କରିବେ । ସୂଚନାଯୋଗ୍ୟ ଯେ, ଘରୋଇ ସ୍କୁଲ ଫ’ ବୃଦ୍ଧି ମାମଲାରେ ଅଭିଭାବକ ମହାସଂଘ ହାଇକୋର୍ଟ ଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ପାଠ୍ୟପୁସ୍ତକ ସୀମାରୁ ବାହାରି ପିଲାଙ୍କ ଜୀବନ ସହ ଯୋଡ଼ି ହୁଅନ୍ତୁ ଶିକ୍ଷକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 5, 2026

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026
Latest News

ପାଠ୍ୟପୁସ୍ତକ ସୀମାରୁ ବାହାରି ପିଲାଙ୍କ ଜୀବନ ସହ ଯୋଡ଼ି ହୁଅନ୍ତୁ ଶିକ୍ଷକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 5, 2026

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.