Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୮୪ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୮୪ ଜଣ କରୋନା ଆକ୍ରାନ୍ତ

September 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୩୪୮୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୩୧୪, ରାୟଗଡାରୁ ୩୦୨, ଗଞ୍ଜାମରୁ ୨୫୩, କେନ୍ଦ୍ରାପଡାରୁ ୧୬୨, କଟକରୁ ୧୪୩, ମୟୂରଭଞ୍ଜରୁ ୧୩୧, କୋରାପୁଟରୁ ୧୩୦, ନୟାଗଡରୁ ୧୨୬, ବାଲେଶ୍ବରରୁ ୧୦୫, ମାଲକାନଗିରିରୁ ୮୭, ସୁନ୍ଦରଗଡରୁ ୮୬, ସମ୍ବଲପୁରରୁ ୮୪, ପୁରୀରୁ ୮୨, ଭଦ୍ରକରୁ ୬୩, ଜଗତସିଂହପୁରରୁ ୬୨, ଝାରସୁଗୁଡାରୁ ୫୯, ବରଗଡରୁ ୫୭, ବଲାଙ୍ଗିରିରୁ ୫୪, କନ୍ଧମାଳରୁ ୫୨, ଅନୁଗୁଳରୁ ୫୧, କେନ୍ଦୁଝରରୁ ୪୬, ସୋନପୁରରୁ ୩୫, ନବରଙ୍ଗପୁରରୁ ୨୫, ଢେଙ୍କାନାଳରୁ ୨୩, ଗଜପତିରୁ ୨୩, କଳାହାଣ୍ଡିରୁ ୧୬, ବୌଦ୍ଧରୁ ୧୨, ଦେବଗଡରୁ ୭,ଏବଂ ନୂଆପଡ଼ାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬ ହଜାର ୫୬୧ ଜଣରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଥିବା ସଂଖ୍ୟା ୮୦ ହଜାର ୭୭୦କୁ ବୃଦ୍ଧି ହୋଇଛି। ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୨୩୫ ଏବଂ କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୦୩ ରେ ପହଞ୍ଚିଛି।

Odisha recovered କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ

September 27, 2026

ଏସ୍‌ଆଇଆର୍‌ ଅଭିଯୋଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

September 27, 2026

୯ କୋଟି ସରକାରୀ ଅର୍ଥ ଆତ୍ମସାତ: ବନ୍ଧା ହେଲେ ଆଉ ୪

September 27, 2026

ସ୍ୱଚ୍ଛତା ନିୟମ ପାଳନକୁ ଅଧିକ ସୁଦୃଢ଼ କଲା ପୂର୍ବତଟ ରେଳପଥ

September 27, 2026
Latest News

ପ୍ରଥମ ଦିନିକିଆରେ ୱେଷ୍ଟଇଣ୍ଡିଜକୁ ୮ ୱିକେଟରେ ହରାଇଲା ଭାରତ, କୋହଲି ଓ ଗିଲଙ୍କ ଶତକ

September 27, 2026

ଏସୀୟ କ୍ରୀଡ଼ା ବକ୍ସିଂରେ ଭାରତର ତିନୋଟି ପଦକ ପକ୍କା

September 27, 2026

ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ

September 27, 2026

ଏସ୍‌ଆଇଆର୍‌ ଅଭିଯୋଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

September 27, 2026

୯ କୋଟି ସରକାରୀ ଅର୍ଥ ଆତ୍ମସାତ: ବନ୍ଧା ହେଲେ ଆଉ ୪

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.