Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 3219 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ରାଜ୍ୟରୁ ଆଜି 3219 ପଜିଟିଭ୍‌ ଚିହ୍ନଟ

September 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି  3ହଜାର 219 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1931ଜଣ ଚିହ୍ନଟ ହୋଇଥିବାବେଳେ 1288ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  1 ଲକ୍ଷ 9 ହଜାର780 ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 28 ହଜାର 443ଜଣ । ସେହିପରି ସୁସ୍ଥ ହୋଇଛନ୍ତି 80 ହଜାର 770ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 514ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚିତାବାଘ ଶିକାର ଯୋଜନା ପଣ୍ଡ : ଦୁଇ ଶିକାରୀ ଗିରଫ

November 12, 2026

ଭୟଙ୍କର ବିସ୍ଫୋରଣରେ ଥରିଲା ଖଲ୍ଲିକୋଟ! ଭାଙ୍ଗିଲା ଘରକାନ୍ଥ, ଉପୁଡ଼ିଲା ଲୁହା ଗେଟ୍‌, ୨ ଆହତ

November 12, 2026

ମାତ୍ର ୪୫ ମିନିଟ୍‌ରେ ଭୁବନେଶ୍ୱରରୁ ପୁରୀ! ୬ ଲେନ୍‌ ହେବ NH-୩୧୬, ବଦଳିବ ଯାତାୟାତର ଚିତ୍ର

November 12, 2026

ଓଡ଼ିଶା-ଜାପାନ ସମ୍ପର୍କରେ ନୂଆ ଅଧ୍ୟାୟ: ତୋତ୍ତୋରି ପ୍ରିଫେକ୍‌ଚର ସହ ଐତିହାସିକ ମୈତ୍ରୀ ଚୁକ୍ତି ସ୍ୱାକ୍ଷରିତ

November 12, 2026
Latest News

ଏଲ୍‌ଓସିରେ ୫୦ଟି ସ୍ୱତନ୍ତ୍ର ଆଣ୍ଟି-ଡ୍ରୋନ୍ ୟୁନିଟ୍ ମୁତୟନ କଲା ପାକିସ୍ତାନ

November 12, 2026

ଚିତାବାଘ ଶିକାର ଯୋଜନା ପଣ୍ଡ : ଦୁଇ ଶିକାରୀ ଗିରଫ

November 12, 2026

୨୦୨୭ ୟୁପି ନିର୍ବାଚନ ପାଇଁ ବିଜେପିର ବଡ଼ ରଣନୀତି: ୩୪୩ ଆସନରେ ଏକାକୀ ଲଢ଼ିବ ଦଳ

November 12, 2026

ହସିନାଙ୍କ ପ୍ରତ୍ୟାବର୍ତ୍ତନ ଘୋଷଣା ପରେ ବାଂଲାଦେଶରେ ତୀବ୍ର ଉତ୍ତେଜନା: ୨୧ଟି ଜିଲ୍ଲାରେ ହିଂସା, ପୋଡ଼ାଜଳା

November 12, 2026

ଭୟଙ୍କର ବିସ୍ଫୋରଣରେ ଥରିଲା ଖଲ୍ଲିକୋଟ! ଭାଙ୍ଗିଲା ଘରକାନ୍ଥ, ଉପୁଡ଼ିଲା ଲୁହା ଗେଟ୍‌, ୨ ଆହତ

November 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.