Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି 11 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ମୋଟ୍‌ ମୃତ୍ୟୁ ସଂଖ୍ୟା 514କୁ ବୃଦ୍ଧି
ଆଜିର ଖବର

ରାଜ୍ୟରେ ଆଜି 11 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ମୋଟ୍‌ ମୃତ୍ୟୁ ସଂଖ୍ୟା 514କୁ ବୃଦ୍ଧି

September 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ 11ଜଣଙ୍କ ଜୀବନ ନେଇଛି କରୋନା । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 3ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଳାରୁ 2ଜଣ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, ପୁରୀ, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଗଞ୍ଜାମର ତିନି ମୃତକଙ୍କ ମଧ୍ୟରେ ଜଣେ ମହିଳା ଥିବାବେଳେ ଅନ୍ୟ ଦୁଇଜଣ ପୁରୁଷ। 63 ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଙଥିବାବେଳେ ଅନ୍ୟ ଦୁଇ ମୃତକଙ୍କ ବୟସ ଯଥାକ୍ରମେ 35ଓ 56 ବର୍ଷ ବୋଲଇ ସୂଚନା ରହିଛି ।  ସେହିପରି ଭୁବନେଶ୍ବରରୁ ଆଜି ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ 57 ବର୍ଷୀୟ ମହିଳା ଥିବାବେଳେ ଅନ୍ୟ ଜଣେ 62 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି ।

ସମ୍ବଲପୁରର ମୃତ୍ୟୁ ଆକ୍ରାନ୍ତ ଜଣକ 58 ବର୍ଷୀୟା ମହିଳା ହୋଇଥିବାବେଳେ ରାୟଗଡାରୁ 64 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି । ସେହିପରି ପୁରୀର 52 ବର୍ଷୀୟ ପୁରୁଷ, ଜଗତସିଂହପୁରରୁ 90 ବର୍ଷୀୟ ପୁରୁଷ ରହିଛନ୍ତି । ବାଲେଶ୍ବରର ମୃତକଙ୍କ ବୟସ 57 ବର୍ଷ ବୋଲି ସୂଚନା ରହିଛି । ଭଦ୍ରକରୁ ମୃତକ ଜଣକ 57 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 514କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026
Latest News

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.