Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 541 ଚିହ୍ନଟ, 300 ସୁସ୍ଥ ହେଲେ
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 541 ଚିହ୍ନଟ, 300 ସୁସ୍ଥ ହେଲେ

September 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଆଜି ଭୁବନେଶ୍ବରରୁ 541ଜଣ ପଜିଟିଭ୍‌ ଚିହ୍ନଟ ହୋଇଛି । ଆଜି ଚିହ୍ନଟ 541ଜଣଙ୍କ ମଧ୍ୟରେ 220 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 321ଜଣ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି । ସେହିପରି ଆଜି ରାଜଧାନୀ ଭୁବନେଶ୍ବରରୁ 300 ଜଣ ସୁସ୍ଥ ହୋଇଛନ୍ତି ।

ଆଜି ଚିହ୍ନଟ ହୋଇଥିବା କ୍ବାରେଣ୍ଟାଇନ୍‌ରୁ 220 ଜଣଙ୍କ ମଧ୍ୟରେ  ଘରୋଇ ହସ୍ପିଟାଲରୁ 23ଜଣ କର୍ମଚାରୀ ଚିହ୍ନଟ ହୋଇଥିବାବେଳେ 16ଜଣ ପୋଲିସ କର୍ମଚାରୀ ରହିଛନ୍ତି, ନିଳାଦ୍ରି ବିହାର, ପଣ୍ଡା ପାର୍କ ନିକଟରୁ 7 ଜଣ, ୟୁନିଟ୍‌ – 8ରୁ 5 ଜଣ, ୟୁନିଟ୍‌ -6ରୁ ଚିହ୍ନଟ ହୋଇଛନ୍ତି ।

Image

ସେହିପରି ଚିହ୍ନଟ 321 ଜଣଙ୍କ ମଧ୍ୟରେ  ଖଣ୍ଡଗିରିରୁ 6ଜଣ, ଲକ୍ଷ୍ମୀସାଗରର 7ଜଣ, ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ 6 ଜଣ, ଭୀମଟାଙ୍କି ହାଉସିଂବୋର୍ଡ କଲୋନୀରୁ 4 ଜଣ, 11ଜଣ ବ୍ୟାଙ୍କ କର୍ମଚାରୀ ରହିଥିବାବେଳେ ଶୈଳଶ୍ରୀବିହାରରୁ 10ଜଣ, ଭୀମପୁର, କେଳା ବସ୍ତିରୁ 11ଜଣ, ପଟିଆରୁ 11 ଜଣ, ଚିନ୍ତାମଣିଶ୍ବରରୁ 7 ଜଣ, ନିଳାଦ୍ରି ବିହାରରୁ 5ଜଣ, ଭୋଇନଗରରୁ 2 ଜଣ ରହିଛନ୍ତି ।

Image

Image

ନୂତନ 541ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍‌ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 11ହଜାର 273ରେ ପହଞ୍ଚିଛି । ସେହିପରି 6ହଜାର 935ଜଣ ସୁସ୍ଥ ହୋଇଥିବାବେଳେ 44ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା 4 ହଜାର 282ଜଣ ସକ୍ରିୟ ମାମଲା ରହିଛି ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026
Latest News

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026

Jio IPO Opening Day: ପ୍ରଥମ ଦିନ ସନ୍ଧ୍ୟା ସୁଦ୍ଧା ମୋଟ ସବସ୍କ୍ରିପସନ ୩ ଗୁଣ, ଜିଓ ଆଇପିଓର ଧମାକାଦାର ଆରମ୍ଭ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.