Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଜିଲ୍ଲାରୁ ଆଜି ୧୬୯ ନୂତନ ସଂକ୍ରମିତ ଚିହ୍ନଟ, ୩ ମୃତ: ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ
ଆଜିର ଖବର

ଗଞ୍ଜାମ ଜିଲ୍ଲାରୁ ଆଜି ୧୬୯ ନୂତନ ସଂକ୍ରମିତ ଚିହ୍ନଟ, ୩ ମୃତ: ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

September 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ପୁଣି ଥରେ ଗୋଟିଏ ଦିନରେ ଗଂଜାମ ଜିଲ୍ଲାରେ ମୃତ୍ୟୁସଂଖ୍ୟା ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି। ଗତକିଛି ଦିନ ହେଲା ମୃତ୍ୟୁର ସଂଖ୍ୟା କମ୍ ଥିବାବେଳେ ଆଜି ପୁଣି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ୧୬୯ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଣେ ୬୩ ବର୍ଷୀୟ ମହିଳା, ଜଣେ ୩୫ ବର୍ଷୀୟ ପୁରୁଷ, ଜଣେ ୫୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଗତକାଲି ୯୭୦୪ ଟି ପରୀକ୍ଷା ପାଇଁ ନମୁନା ସଂଗ୍ରହ ହୋଇଛି। ବର୍ତ୍ତମାନ ସୁସ୍ଥ ସଂଖ୍ୟା ୯୧ ପ୍ରତିଶତରୁ ଉର୍ଦ୍ଧ୍ୱ ହେଲାଣି। ସଂକ୍ରମିତ ମଧ୍ୟରୁ ୧୭ ଜଣ କରୋନା ଯୋଦ୍ଧାଥିବାବେଳେ ୧୫୨ ଜଣ ସ୍ଥାନୀୟ ସଂକ୍ରମିତ ବ୍ୟକ୍ତି ଅଛନ୍ତି।

ଆସିକା ବ୍ଲକ୍‌ରୁ ୫, ବେଗୁନିଆପଡ଼ାରୁ ୩, ବେଲଗୁଣ୍ଠାରୁ ୬, ବ୍ରହ୍ମପୁର ମହାନଗର ନିଗମରୁ ୧୮, ଭଂଜନଗରରୁ ୨, ବୁଗୁଡ଼ାରୁ ୧, ଛତ୍ରପୁରରୁ ୦୬, ଚିକିଟି ୨୩, ଧରକୋଟ ୧, ଦିଗପହଣ୍ଡି ୪, ଗଂଜାମ ୧୫, ହିଂଜିଳିକାଟୁ ୪, ଜଗନ୍ନାଥପ୍ରସାଦ ୪, କବିୂସର୍ଯ୍ୟନଗର ୫, ଖଲିକୋଟ ୫, କୁକୁଡ଼ାଖଣ୍ଡି ୯, ପାତ୍ରପୁର ୧୦, ପୋଲସରା ୧୦, ରଙ୍ଗେଇଲୁଣ୍ଡା ୧୧, ସାନଖେମୁଣ୍ଡି ୪, ଶେରଗଡ଼ ୧, ସୋରଡ଼ା ୩ ଏବଂ ଅନ୍ୟାନ୍ୟ ସ୍ଥାନର ୨ ଜଣ ଅଛନ୍ତି। ସମୁଦାୟ ୧୮୨୩୮ ସଂକ୍ରମଣ ଚିହ୍ନଟ ହୋଇଥିବାବେଳେ ଆଜିର ୨୦୯ ସୁସ୍ଥକୁ ମିଶାଇଲେ ସମୁଦାୟ ସୁସ୍ଥ ସଂଖ୍ୟା ୧୬୭୯୪ରେ ପହଞ୍ଚିଛି। ବର୍ତ୍ତମାନ ୧୨୪୨ ଜଣ ଆକ୍ଟିଭ୍ ରୋଗୀ ବିଭିନ୍ନ ମେଡ଼ିକାଲ୍‌ରେ ଚିକିତ୍ସିତ ହେଉଥିବାବେଳେ ୧୯୪ ଜଣଙ୍କ ମୁଣ୍ଡ ନେଲାଣି କରୋନା। ସେହିପରି ବ୍ରହ୍ମପୁର ମହାନଗର ନିଗମରେ ବର୍ତ୍ତମାନ ସୁଦ୍ଧା ୩୨୮୭ ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ୨୯୭୬ ଜଣ ସୁସ୍ଥ ହୋଇଛନ୍ତି। ୨୫୫ ରୋଗୀ ବିଭିନ୍ନ ମେଡ଼ିକାଲ୍‌ରେ ଚିକିତ୍ସାଧୀନ ଥିବାବେଳେ ୫୬ ଜଣଙ୍କ ମୁଣ୍ଡ ନେଇଛି କରୋନା।

କରୋନା ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟପାଳଙ୍କ କାର୍ଯ୍ୟକ୍ରମରେ ଯୋଗଦେଇ ଟାଙ୍ଗି ଅଞ୍ଚଳ ପାଇଁ ଗୌରବ ଆଣିଲେ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା

August 18, 2026

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026
Latest News

ଫାଶୀଦଣ୍ଡର ବିକଳ୍ପ ପଦ୍ଧତିକୁ ଖାରଜ କଲେ ସୁପ୍ରିମ କୋର୍ଟ: କେନ୍ଦ୍ରକୁ ଦେଲେ ଏହି ପରାମର୍ଶ

August 18, 2026

ରାଜ୍ୟପାଳଙ୍କ କାର୍ଯ୍ୟକ୍ରମରେ ଯୋଗଦେଇ ଟାଙ୍ଗି ଅଞ୍ଚଳ ପାଇଁ ଗୌରବ ଆଣିଲେ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା

August 18, 2026

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ପୁଣି ଚର୍ଚ୍ଚାରେ କଂଗ୍ରେସ: ଗୋଆ ବୈଠକରେ ଗାନ କଲେ ଅସମ୍ପୂର୍ଣ୍ଣ ବନ୍ଦେ ମାତରମ୍

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.