Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା
ଆଜିର ଖବର

ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

September 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  କରୋନା ରାଜ୍ୟରେ ତାର କାୟା ବିସ୍ତାର କରିସାରିଲେଣି । ଏହି ପରିସ୍ଥିତିରେ ରାଜନେତାଠାରୁ ଆରମ୍ଭ କରି କଳାକାର, ସାଧାରଣ ଜନତା କେହି ବର୍ତ୍ତୁ ନାହାନ୍ତି । ଏହାରି ମଧ୍ୟରେ ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ପଦ୍ମିନୀ ଦିଆନ ଅନୁରୋଧ କରିଛନ୍ତ ।

ପୂର୍ବରୁ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, କୃଷି ମନ୍ତ୍ରୀ ଅରୁଣ ସାହୁ ଓ କିଛି ବିଧାୟକମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025
Latest News

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025

ଭାରତର ଭବିଷ୍ୟତ ଗଢ଼ୁଛି ବାୟୋମେଡିକାଲ୍ ଗବେଷଣା

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.