Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରୀକ୍ଷା ପାଇଁ ଏସ୍‌ଓପି ଜାରି
ଆଜିର ଖବର

ପରୀକ୍ଷା ପାଇଁ ଏସ୍‌ଓପି ଜାରି

September 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
High-school
High-school

ନୂଆଦିଲ୍ଲୀ: ବିଶ୍ୱ ବିଦ୍ୟାଳୟ ଓ କଲେଜ୍‌ରେ ହେବାକୁ ଥିବା ପରୀକ୍ଷା ପାଇଁ ଏସ୍‌ଓପି ଜାରି ହୋଇଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ଏହି ଏସ୍‌ଓପି ଜାରି କରାଯାଇଛି। ଲକ୍ଷଣ ଥିବା ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେନି। ଏମାନଙ୍କ ପାଇଁ ଅନ୍ୟ ବ୍ୟବସ୍ଥା ସୂରପ ଅଲଗା ଗୃହ ବ୍ୟବସ୍ଥା କରିବେ କର୍ତ୍ତୃପକ୍ଷ। ସେହିପରି କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ଆସୁଥିବା ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପାଇଁ ଅନୁମତି ମିଳିବନି। ତେବେ ଏଭଳି ପରିସ୍ଥିତିରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସ୍ୱତନ୍ତ୍ର ବ୍ୟବସ୍ଥା କରିପାରିବେ ବୋଲି ସୂଚନା ରହିଛି ।  ପରୀକ୍ଷା ଦେବା ପୂର୍ବରୁ ପରୀକ୍ଷାର୍ଥୀ ନିଜ ସ୍ୱାସ୍ଥ୍ୟ ସମ୍ପର୍କରେ ଅବଗତ କରାଇବେ। ଛାତ୍ରଛାତ୍ରୀଙ୍କ ପ୍ରବେଶ ଓ ପ୍ରସ୍ଥାନ ନେଇ ବି ସ୍ୱତନ୍ତ୍ର ବ୍ୟବସ୍ଥା ହେବ।

ସେହିପରି ପ୍ରଶ୍ନ ପେପର୍‌ ଓ ଉତ୍ତର ଖାତା ଧରିବା ପୂର୍ବରୁ ହ୍ୟାଣ୍ଡ ସାନିଟାଇଜ୍‌ କରାଯିବ । କରୋନା ପାଇଁ ସ୍କୁଲ ଓ କଲେଜ ବନ୍ଦ ରହିଥିବାବେଳେ ପରୀକ୍ଷାଗୁଡିକୁ ଅନୁମତି ଦିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ଜେଇଇ ମେନ୍ ଏବଂ ନିଟ୍ ଆରମ୍ଭ ହୋଇଥିବା ବେଳେ ପିଜି ଓ ୟୁଜି ପରୀକ୍ଷା ପାଇଁ ବିଶ୍ୱବିଦ୍ୟାଳୟ ଓ କଲେଜ୍‌ରେ ଏନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026

ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ

July 28, 2026

ରାଜ୍ୟରେ ଆଉ ୫୦୦ଟି EV ଚାର୍ଜିଂ ଷ୍ଟେସନ ସ୍ଥାପନ କରିବାକୁ ଲକ୍ଷ୍ୟ

July 28, 2026

ରାଶିଫଳ: ଜୁଲାଇ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

July 28, 2026
Latest News

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026

ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ

July 28, 2026

ରାଜ୍ୟରେ ଆଉ ୫୦୦ଟି EV ଚାର୍ଜିଂ ଷ୍ଟେସନ ସ୍ଥାପନ କରିବାକୁ ଲକ୍ଷ୍ୟ

July 28, 2026

ରାଶିଫଳ: ଜୁଲାଇ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

July 28, 2026

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.