Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିର୍ତ୍ତୋଲ ଥାନାରେ ପହଞ୍ଚିଲା କରୋନା: ଆଜି ଜିଲ୍ଲାରୁ ଚିହ୍ନଟ ହେଲେ ୭୯ ସୁସ୍ଥ ହେଲେ ୭୭ ଆକ୍ରାନ୍ତ
ଆଜିର ଖବର

ତିର୍ତ୍ତୋଲ ଥାନାରେ ପହଞ୍ଚିଲା କରୋନା: ଆଜି ଜିଲ୍ଲାରୁ ଚିହ୍ନଟ ହେଲେ ୭୯ ସୁସ୍ଥ ହେଲେ ୭୭ ଆକ୍ରାନ୍ତ

September 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ତିର୍ତ୍ତୋଲ ବ୍ଲକରୁ ଆଜି ଚିହ୍ନଟ ହୋଇଥିବା ୧୦ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ତିର୍ତ୍ତୋଲ ଥାନାର ଦୁଇଜଣ ପୋଲିସ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ତିର୍ତ୍ତୋଲ ଥାନା ପରିସରରେ ଥାନାରେ କାର୍ଯ୍ୟରତ ପୋଲିସ୍ ମାନଙ୍କର କରୋନା ଟେଷ୍ଟ ନିମନ୍ତେ ସ୍ୱାବ୍ ସଂଗ୍ରହ କରାଯାଇଥିବା ବେଳେ ଆଜି ସେମାନଙ୍କ ମଧ୍ୟରୁ ଜଣେ ସବ୍-ଇନିସପେକ୍ଟର ଓ ଜଣେ କନଷ୍ଟେବଳ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଜଗତସିଂହପୁର ଜିଲ୍ଲାରୁ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ପାରାଦ୍ବୀପ ମ୍ୟୁନିସିପାଲିଟିରୁ ୨୪ଜଣ, କୁଜଙ୍ଗ ବ୍ଲକରୁ ୧୦ଜଣ, ରଘୁନାଥପୁର ବ୍ଲକରୁ ୧୧ଜଣ, ତିର୍ତ୍ତୋଲ ବ୍ଲକରୁ ୧୦ଜଣ, ଏରସମା ବ୍ଲକରୁ ୬ଜଣ, ଜଗତସିଂହପୁର ବ୍ଲକରୁ ୭ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୭ଜଣ ସହିତ ବାଲିକୁଦା ଓ ବିରିଡ଼ି ବ୍ଲକରୁ ୨ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୨୦୬୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭୯ ଜଣ ସୁସ୍ଥ ହୋଇଥିବା ବେଳେ ୬ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ୬୭୭ ଜଣ କରୋନା ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

corona update jagatasinghpur
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୨୨ ତାରିଖ ବୁଧବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026
Latest News

ଆଜି ଜୁଲାଇ ୨୨ ତାରିଖ ବୁଧବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2026

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.