Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ 9 ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 531କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ 9 ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 531କୁ ବୃଦ୍ଧି

September 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ 9ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ମୃତକଙ୍କ ମଧ୍ୟରେ ବଲାଙ୍ଗିର, କଟକ, ଗଞ୍ଜାମ, ଖୋର୍ଦ୍ଧାରୁ 2 ଜଣ ଲେଖାଏଁ ରହିଥିବାବେଳେ ରାୟଗଡରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ବଲାଙ୍ଗିର ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 18 ବର୍ଷୀୟ ଯୁବକ ଥିବାବେଳେ ଅନ୍ୟ ଜଣେ 75 ବର୍ଷୀୟ ମହିଳା । ସେହିପରି ଖୋର୍ଦ୍ଧା ଜିଲ୍ଲାର ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 67 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ ଭୁବନେଶ୍ବରର 90 ବର୍ଷୀୟ ବୃଦ୍ଧ ବୋଲି ସୂଚନା ରହିଛି । ସେହିପରି କଟକର ଦୁଇ ମୃତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 50 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 67 ବର୍ଷୀୟ ମହିଳା । ଗଞ୍ଜାମର ଦୁଇ ଆକ୍ରାନ୍ତଙ୍କ ଦୁଇଜଣ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 50 ଓ 70 ବର୍ଷ । ସେହିପରି ରାୟଗଡାରୁ ଜଣେ 52 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 531କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO

August 12, 2026

Urdu Poets’ Conference: ଭୁବନେଶ୍ବରରେ ଆୟୋଜିତ ହେଲା ଉର୍ଦ୍ଦୁ କବି ସମ୍ମିଳନୀ

August 12, 2026

ମେଡିକାଲ ଅଫିସରଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଥିଲା ଦୁର୍ନିତି ଅଭିଯୋଗ

August 12, 2026
Latest News

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO

August 12, 2026

Urdu Poets’ Conference: ଭୁବନେଶ୍ବରରେ ଆୟୋଜିତ ହେଲା ଉର୍ଦ୍ଦୁ କବି ସମ୍ମିଳନୀ

August 12, 2026

World Elephant Day: ବନତାରା ତରଫରୁ ରାଜସ୍ଥାନର ହାତୀ ଗାଁ ରେ ବୟସ୍କ ହାତୀଙ୍କ ଚିକିତ୍ସା

August 12, 2026

ମେଡିକାଲ ଅଫିସରଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଥିଲା ଦୁର୍ନିତି ଅଭିଯୋଗ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.