Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣ କାରଖାନାରେ ନିଆଁ : ସାତ ମୃତ
ଆଜିର ଖବର

ବାଣ କାରଖାନାରେ ନିଆଁ : ସାତ ମୃତ

September 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତାମିଲନାଡୁ : ବାଣ କାରଖାନାରେ ନିଆଁ ଲାଗିବା ଯୋଗୁଁ 7ଜଣଙ୍କର ମୃତ୍ୟୁ ହୋଇଛି। ତାମିଲନାଡୁ କୁଡ୍ଡାଲୋରଠାରେ ଶୁକ୍ରବାର ଦିନ ଏକ ଭୟଙ୍କର ବିସ୍ଫୋରଣ ହୋଇଛି । ଏଠାରେ ଏକ ବାଣ କାରଖାନାରେ ନିଆଁ ଲାଗିବା ଯୋଗୁଁ ଭୟଙ୍କର ବିସ୍ଫୋରଣ ହୋଇଛି । ଏହି ଘଟଣାରେ 7ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ତିନିଜଣ ଗୁରୁତର ରହିଛନ୍ତି ।  ତେବେ ଅଗ୍ନିକାଣ୍ଡର କାରଣ ସମ୍ପର୍କରେ କିଛି ଜଣାପଡିନଥିବାବେଳେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ସୂଚନା ରହିଛି । (ଏଜେନ୍ସି)

7dead
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରସିଦ୍ଧ ଗୀତିକାର ଓ ଯୋଗାଯୋଗ ବିଶେଷଜ୍ଞ ପ୍ରସୂନ ଜୋଶୀ ପ୍ରସାର ଭାରତୀର ଅଧ୍ୟକ୍ଷ ନିଯୁକ୍ତ

May 3, 2026

ଜମିର ରେକର୍ଡିଂ ସମ୍ବନ୍ଧୀୟ ଏସଓପି ପୁନର୍ବିଚାର ଓ ସଂଶୋଧନ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

May 3, 2026

ମାଟ୍ରିକ ପରୀକ୍ଷା ଫଳ: ରଣପୁର ବ୍ଲକର ଟପ୍ପର ହେଲେ ପ୍ରତାପ, ଏ-୧ ରେ ଉତ୍ତୀର୍ଣ୍ଣ ହେଲେ ୧୬ ଛାତ୍ରଛାତ୍ରୀ

May 3, 2026

ପଶ୍ଚିମବଙ୍ଗରେ ପୁଣିଥରେ ନିର୍ବାଚନ

May 3, 2026
Latest News

ପ୍ରସିଦ୍ଧ ଗୀତିକାର ଓ ଯୋଗାଯୋଗ ବିଶେଷଜ୍ଞ ପ୍ରସୂନ ଜୋଶୀ ପ୍ରସାର ଭାରତୀର ଅଧ୍ୟକ୍ଷ ନିଯୁକ୍ତ

May 3, 2026

ଜମିର ରେକର୍ଡିଂ ସମ୍ବନ୍ଧୀୟ ଏସଓପି ପୁନର୍ବିଚାର ଓ ସଂଶୋଧନ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

May 3, 2026

ମାଟ୍ରିକ ପରୀକ୍ଷା ଫଳ: ରଣପୁର ବ୍ଲକର ଟପ୍ପର ହେଲେ ପ୍ରତାପ, ଏ-୧ ରେ ଉତ୍ତୀର୍ଣ୍ଣ ହେଲେ ୧୬ ଛାତ୍ରଛାତ୍ରୀ

May 3, 2026

ଆଜି ମଇ ୩ ତାରିଖ ରବିବାରରେ ଛଅଟି ରାଶି ପାଇଁ ରହିଛି ଶୁଭ ଖବର, ଖୁସି ହେବେ

May 3, 2026

ପଶ୍ଚିମବଙ୍ଗରେ ପୁଣିଥରେ ନିର୍ବାଚନ

May 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.