Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ, ୫ଟି ଅଲଟ୍ରାସାଉଣ୍ଡ କ୍ଲିନିକ୍ ର ନବୀକରଣ ପାଇଁ ଦିଆଗଲା ଅନୁମତି
ଆଜିର ଖବର

ଜଗତସିଂହପୁର ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ, ୫ଟି ଅଲଟ୍ରାସାଉଣ୍ଡ କ୍ଲିନିକ୍ ର ନବୀକରଣ ପାଇଁ ଦିଆଗଲା ଅନୁମତି

September 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଗତସିଂହପୁର ଜିଲ୍ଲା ପିସି.ପି.ଏନ୍. ଡି.ଟି ପରାମର୍ଶଦାତା କମିଟିର ଏକ ବୈଠକ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାରେ ଥିବା ଅଲଟ୍ରାସାଉଣ୍ଡ ସେଣ୍ଟର ଗୁଡିକର ସମୀକ୍ଷା କରାଯାଇଥିଲା। ୫ ଗୋଟି ଅଲଟ୍ରାସାଉଣ୍ଡ କ୍ଲିନିକ୍ ର ନବୀକରଣ କରାଯିବା ପାଇଁ ଅନୁମତି ଦିଆଯାଇଥିଲା। ସରକାରଙ୍କ ତରଫରୁ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଲଟ୍ରାସାଉଣ୍ଡ କ୍ଲିନିକ୍ କରାଯିବା ବିଷୟରେ ଆଲୋଚନା କରାଯାଇଥିଲା।

କମିଟିର ଅଧ୍ୟକ୍ଷ ତଥା ଜିଲ୍ଲାପାଳ ଅଲଟ୍ରାସାଉଣ୍ଡ କ୍ଲିନିକ୍ ର ଇନିସ୍ପେକ୍ସନ୍ ରିପୋର୍ଟକୁ ସମୀକ୍ଷା କରିଥିଲେ ଏବଂ ଏହାକୁ କଡାକଡି ଭାବରେ ତନଖି ପାଇଁ ନିର୍ଦ୍ଦେଶ ଦେଇଥିଲେ। କନ୍ୟା ଭୃଣହତ୍ୟା ଏକ ଗୁରୁତର ବିଷୟ ହୋଇଥିବାରୁ ଏବଂ ଅଲଟ୍ରାସାଉଣ୍ଡ ସେଣ୍ଟର ଗୁଡିକର ଏଥିରେ ବିଶେଷ ଭୂମିକା ରହୁଥିବାରୁ ଏହି ସେଣ୍ଟର ଗୁଡିକର ଠିକ୍ ଭାବରେ ଅନୁଧ୍ୟାନ ଏବଂ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ସଭାରେ ସି.ଡି.ଏମ୍.ଓ ଡଃ ବିଜୟା ପଣ୍ଡା ,ଏ.ଡି.ପି.ଏଚ୍.ଓ (ପରିବାର କଲ୍ୟାଣ)ଡଃ ପ୍ରମୋଦ କୁମାର ବାରିକ ,ଡି.ପି.ଏମ୍ ଚକ୍ରଧର ଜେନା, ସ୍ତ୍ରୀ ଓ ପ୍ରସୂତି ବିଭାଗର ବରିଷ୍ଠ ବିଶେଷଜ୍ଞ ଡାକ୍ତର ରୁକ୍ମିଣୀ ଦେବୀ, ସରକାରୀ ଓକିଲ ସଲିଲ କୁମାର ଘୋଷ, ସମାଜସେବୀକା ଜ୍ୟୋତିର୍ମୟୀ ମହାନ୍ତି ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ଆଶ୍ରା”ର ପ୍ରତିନିଧି ଉପସ୍ଥିତ ଥିଲେ।

ଉକ୍ତ ବୈଠକରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ ଏବଂ ବରିଷ୍ଠ ସହାୟକ ବିନୋଦ କୁମାର ରଥ ଉପସ୍ଥିତ ଥିଲେ। ଶେଷରେ ଜିଲ୍ଲା ପିସି.ପି.ଏନ୍.ଡି.ଟି ର ଆସିଷ୍ଟାଣ୍ଟ ମ୍ୟାନେଜର ସ୍ବସ୍ତି ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

ଅଲଟ୍ରାସାଉଣ୍ଡ କ୍ଲିନିକ୍ ଜଗତସିଂହପୁର ପରାମର୍ଶଦାତା କମିଟି ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Latest News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.