Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି 7 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 538କୁ ବୃଦ୍ଧି
ଆଜିର ଖବର

ରାଜ୍ୟରେ ଆଜି 7 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 538କୁ ବୃଦ୍ଧି

September 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଆଜି ରାଜ୍ୟରେ କରୋନା ଯୋଗୁଁ 7ଜଣଙ୍କ ଜୀବନ ଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ଗଞ୍ଜାମ, ବଲାଙ୍ଗିର, ସୁନ୍ଦରଗଡ ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଖୋର୍ଦ୍ଧା ଜିଲ୍ଳାରୁ ଆଜି ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଭୁବନେଶ୍ବରର 70 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 59 ବର୍ଷୀୟପୁରୁଷ ବୋଲି ସୂଚନା ରହିଛି । ସେହିପରି କଟକରୁ 61 ବର୍ଷୀୟ ପୁରୁଷ, ଗଞ୍ଜାମରୁ 70 ବର୍ଷୀୟ ପୁରୁଷ, ବଲାଙ୍ଗିରର 78 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ 68 ବର୍ଷୀୟ ପୁରୁଷ ଥିବାବେଳେ ମାଲକାନଗିରିରୁ ଜଣେ 13 ବର୍ଷୀୟ ବାଳକର କରୋନା ଯୋଗୁଁ ମୃତ୍ୟୁ ଘଟିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 538କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026
Latest News

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.