Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ 409, ସୁସ୍ଥ ହେଲେ 344
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ 409, ସୁସ୍ଥ ହେଲେ 344

September 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 409 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ 409 ପଜିଟିଭଙ୍କ ମଧ୍ୟରୁ 242 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ  167ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନାଦେଇଛି ।

Image

କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ  242ଜଣଙ୍କ ମଧ୍ୟରେ  ଷ୍ଟେସନ ସ୍କୋୟାରରୁ 7ଜଣ, ଚନ୍ଦ୍ରଶେଖରପୁରରୁ 11ଜଣ, 6ଜଣ ସରକାରୀ କର୍ମଚାରୀ ରହିଥିବାବେଳେ କେଳାବସ୍ତିରୁ 8ଜଣ, ବେହେରାସାହିରୁ 5 ଜଣ,  5ଜଣ ସରକାରୀ ହସ୍ପିଟାଲ କର୍ମଚାରୀ ରହିଛନ୍ତି ।

Image

167ଜଣ ଲୋକାଲ୍‌ କଣ୍ଟାକ୍ଟ ମଧ୍ୟରୁ ଭିଏସଏସ ନଗରରୁ 10 ଜଣ, ନୟାପଲ୍ଲୀରୁ 6ଜଣ, ଶହୀଦନଗରରୁ 5 ଜଣ, ବାୟାବାବା ମଠ ନିକଟରୁ ଜଣେ, ଖଣ୍ଡଗିରିରୁ ଚାରିଜଣ ରହିଛନ୍ତି ।

Image

ସେହିପରି ଆଜି ରାଜଧାନୀ ଭୁବନେଶ୍ବରରୁ 344ଜଣ ସୁସ୍ଥ ହୋଇଛନ୍ତି । ରାଜଧାନୀରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା 12 ହଜାର 812ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି ସାତ ହଜାର 867ଜଣ । ସେହିପରି ଭୁବନେଶ୍ବରରେ ମୃତ୍ୟୁ ସଂଖ୍ୟା 47ରେ ପହଞ୍ଚିଥିବାବେଳେ ଏବେ ସୁଦ୍ଧା ସକ୍ରିୟ ଆକ୍ରାନ୍ତ ରହିଛନ୍ତି 4 ହଜାର 886 ଜଣ ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.