Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମରେ ଆଜି ନୂତନ ୧୦୨ ସଂକ୍ରମିତ ଚିହ୍ନଟ, ୧ ମୃତ: ସୁସ୍ଥ ହେଲେ ୧୪୮
ଆଜିର ଖବର

ଗଞ୍ଜାମରେ ଆଜି ନୂତନ ୧୦୨ ସଂକ୍ରମିତ ଚିହ୍ନଟ, ୧ ମୃତ: ସୁସ୍ଥ ହେଲେ ୧୪୮

September 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗତକାଲି ସଂକ୍ରମଣ ସଂଖ୍ୟା ଶହେ ତଳକୁ ଥିବାବେଳେ ଆଜି ଏଥିରେ ସାମାନ୍ୟ ବୃଦ୍ଧି ପାଇ ୧୦୨ ହୋଇଛି। ଆଜି ମଧ୍ୟ ଜଣକର ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଗତକାଲି ସମୁଦାୟ ୬୬୪୬ଟି ନମୁନା ପଠାଯାଇଥିବାବେଳେ ଜିଲ୍ଲାରେ ସୁସ୍ଥହାର ୯୪ ପ୍ରତିଶତରେ ପହଞ୍ଚିଛି। ଆଜି ସଂକ୍ରମିତ ମଧ୍ୟରୁ ୧୦ ଜଣ କରୋନା ଯୋଦ୍ଧା, ଜଣଙ୍କର ଟ୍ରାଭେଲ୍ ହିଷ୍ଟ୍ରି ଏବଂ ୯୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

କବିସୂର୍ଯ୍ୟନଗର, ପାତ୍ରପୁର, ସାନଖେମୁଣ୍ଡି, ସୋରଡ଼ା ବ୍ଲକ୍‌ରୁ କୌଣସି ସଂକ୍ରମିତ ଚିହ୍ନଟ ହୋଇନଥିବାବେଳେ ଆସିକାରୁ ୪, ବେଗୁନିଆପଡ଼ାରୁ ୩, ବେଲଗୁଣ୍ଠାରୁ ୪, ବ୍ରହ୍ମପୁର ମହାନଗର ନିଗମରୁ ୯, ଭଂଜନଗରରୁ ୪, ବୁଗୁଡ଼ାରୁ, ୩, ଛତ୍ରପୁରରୁ ୮, ଚିକିଟିରୁ ୪, ଧରାକୋଟରୁ ୫, ଦିଗପହଣ୍ଡିରୁ ୪, ଗଂଜାମରୁ ୭, ହିଂଜିଳିକାଟୁରୁ ୩, ଜଗନ୍ନାଥପ୍ରସାଦରୁ ୩, ଖଲିକୋଟରୁ ୯, କୁକୁଡ଼ାଖଣ୍ଡିରୁ ୧, ପୋଲସରାରୁ ୩, ପୁରୁଷୋତ୍ତମପୁରରୁ ୧, ରଙ୍ଗେଇଲୁଣ୍ଡାରୁ ୫, ଶେରଗଡ଼ରୁ ୫ ଏବଂ ଅନ୍ୟାନ୍ୟ ସ୍ଥାନରୁ ୬ ରହିଛନ୍ତି।

ଆଜି ମଧ୍ୟ ଗଂଜାମରୁ ୧୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସମୁଦାୟ ସଂକ୍ରମିତ ସଂଖ୍ୟା ୧୮୫୪୪ରେ ପହଞ୍ଚିଥିବାବେଳେ ସୁସ୍ଥ ସଂଖ୍ୟା ୧୭୫୨୨ରେ ପହଞ୍ଚିଛି। ବର୍ତ୍ତମାନ ୮୧୪ ଜଣ ଆକ୍ଟିଭ୍ ରୋଗୀ ଥିବାବେଳେ ୨୦୦ ଜଣଙ୍କ ମୁଣ୍ଡ ନେଲାଣି କରୋନା।

corona update Ganjam
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ବିମଷ୍ଟେକ୍ ଗୃହମନ୍ତ୍ରୀସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026
Latest News

ପ୍ରଥମ ବିମଷ୍ଟେକ୍ ଗୃହମନ୍ତ୍ରୀସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.