Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରସୁଗୁଡା ବନହରପାଲି ଓପିଜିସିରେ ଅଘଟଣ : ତତଲା ପାଉଁଶ ପଡି ତିନି ଗୁରୁତର
ଆଜିର ଖବର

ଝାରସୁଗୁଡା ବନହରପାଲି ଓପିଜିସିରେ ଅଘଟଣ : ତତଲା ପାଉଁଶ ପଡି ତିନି ଗୁରୁତର

September 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା : ଝାରସୁଗୁଡା ଜିଲ୍ଲା ବନହରପାଲି ସ୍ଥିତ ଓପିଜିସି ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରେ ଏକ ଅଘଟଣ ଘଟିଛି। ତିନି ନମ୍ବର ୟୁନିଟରେ ଆସ୍ ହାଣ୍ଡଲିଂ ପ୍ଲାଣ୍ଟର ହପର୍‌ ଖସି ପଡ଼ିବାରୁ ଚାରିଜଣ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କ ଶରୀରରେ ତତଲା ପାଉଁଶ ପଡ଼ିଯିବାରୁ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କୁ ପ୍ରଥମେ ଓପିଜିସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। 3ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କାହିଁକି କହିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 9, 2025

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025

ରାଜ୍ୟ ମହିଳା କଂଗ୍ରେସ ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 9, 2025

ଚର୍ଚ୍ଚିତ କାଳିଆ ରେଡ଼ି ହତ୍ୟାକାଣ୍ଡ ମାମଲା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

October 9, 2025
Latest News

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କାହିଁକି କହିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 9, 2025

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025

ରାଜ୍ୟ ମହିଳା କଂଗ୍ରେସ ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 9, 2025

ଚର୍ଚ୍ଚିତ କାଳିଆ ରେଡ଼ି ହତ୍ୟାକାଣ୍ଡ ମାମଲା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

October 9, 2025

ଘାନାରେ ଓଡିଆ ଯୁବକ ମୃତ; ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲା ମରଶରୀର

October 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.