Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରାଣିଗ୍ରାହୀଙ୍କୁ କରୋନା
ଆଜିର ଖବର

ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରାଣିଗ୍ରାହୀଙ୍କୁ କରୋନା

September 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ସଂକ୍ରମିତ ନେଇ ଶ୍ରୀ ପାଣିଗ୍ରାହୀ ଟ୍ୱିଟ କରି ସୂଚନା ଦେଇଛନ୍ତି ।  ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ଶ୍ରୀ ପାଣିଗ୍ରାହୀ ପରାମର୍ଶ ଦେଇଛନ୍ତି ।

ପ୍ରକାଶ ଯେ, ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର ରହିଛି । ଏବେ ଦିନକୁ 3000ରୁ ଉର୍ଦ୍ଦ୍ବ ସଂକ୍ରମିତ ବାହାରୁଛନ୍ତି। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ୟ୍ୟନ୍ତ, ଏମିତିକି ଡାକ୍ତର, ପୁଲିସ, ଯବାନଙ୍କୁ ମଧ୍ୟ କରୋନା ଛାଡ଼ି ନାହିଁ । ପୂର୍ବରୁ କୃଷିମନ୍ତ୍ରୀ ଅରୁଣ ସାହୁ, ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ବହୁ ନେତା, ବିଧାୟକ ଓ ସାଂସଦମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କାହିଁକି କହିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 9, 2025

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025

ରାଜ୍ୟ ମହିଳା କଂଗ୍ରେସ ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 9, 2025

ଚର୍ଚ୍ଚିତ କାଳିଆ ରେଡ଼ି ହତ୍ୟାକାଣ୍ଡ ମାମଲା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

October 9, 2025
Latest News

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କାହିଁକି କହିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 9, 2025

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025

ରାଜ୍ୟ ମହିଳା କଂଗ୍ରେସ ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 9, 2025

ଚର୍ଚ୍ଚିତ କାଳିଆ ରେଡ଼ି ହତ୍ୟାକାଣ୍ଡ ମାମଲା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

October 9, 2025

ଘାନାରେ ଓଡିଆ ଯୁବକ ମୃତ; ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲା ମରଶରୀର

October 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.