Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା 12 ତାରିଖ ଯାଏଁ ବର୍ଷା ସମ୍ଭାବନା : 13ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଆଜିର ଖବର

ଆସନ୍ତା 12 ତାରିଖ ଯାଏଁ ବର୍ଷା ସମ୍ଭାବନା : 13ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

September 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜିଠାରୁ 5ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ 13ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ  କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ଢ଼େଙ୍କାନାଳ, ବାଲେଶ୍ୱର ଓ ଭଦ୍ରକଜିଲ୍ଲା ରହିଛି । ଏହିସବୁ  ହାଲୁକାରୁ ମଧ୍ୟମ ବର୍ଷା ସାଙ୍ଗକୁ କେତେକ ସ୍ଥାନରେ ବଜ୍ରପାତର ସମ୍ଭାବନା ମଧ୍ୟ ରହିଛି । ଆସନ୍ତାକାଲି ପାଇଁ 16ଟିଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କାହିଁକି କହିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 9, 2025

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025

ରାଜ୍ୟ ମହିଳା କଂଗ୍ରେସ ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 9, 2025

ଚର୍ଚ୍ଚିତ କାଳିଆ ରେଡ଼ି ହତ୍ୟାକାଣ୍ଡ ମାମଲା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

October 9, 2025
Latest News

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କାହିଁକି କହିଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 9, 2025

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କନଷ୍ଟେବଳଙ୍କୁ ୧ କୋଟିର ଚେକ ପ୍ରଦାନ କଲେ ଡିଜିପି

October 9, 2025

ରାଜ୍ୟ ମହିଳା କଂଗ୍ରେସ ଘୋଷଣା କଲା ନୂଆ କର୍ମକର୍ତ୍ତାଙ୍କ ନାମ, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 9, 2025

ଚର୍ଚ୍ଚିତ କାଳିଆ ରେଡ଼ି ହତ୍ୟାକାଣ୍ଡ ମାମଲା: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

October 9, 2025

ଘାନାରେ ଓଡିଆ ଯୁବକ ମୃତ; ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଫେରିଲା ମରଶରୀର

October 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.