Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନଙ୍କ ସହ କଥା ହେଲେ ନୀତିଶ, କାହିଁକି ଜାଣନ୍ତୁ
ଆଜିର ଖବର

ନବୀନଙ୍କ ସହ କଥା ହେଲେ ନୀତିଶ, କାହିଁକି ଜାଣନ୍ତୁ

September 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର କଥା ହୋଇଛନ୍ତି । ଏହି ଅବସରରେ  ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ  ସମର୍ଥନ ଲୋଡ଼ିଥିବା ଜଣାଯାଇଛି ।  ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂହଙ୍କ ପାଇଁ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସମର୍ଥନ ଲୋଡ଼ିଛନ୍ତି ।  ଗତ ଉପାଧ୍ୟକ୍ଷ ନିର୍ବାଚନରେ ହରିବଂଶଙ୍କୁ ବିଜେଡି ସମର୍ଥନ କରିଥିଲା ।  ତେବେ ଏନେଇ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକଙ୍କ ମତାମତ ଜଣାପଡ଼ିନାହିଁ ।

ପ୍ରକାଶ ଯେ, ସଂସଦର ମୌସୁମୀ ଅଧିବେଶନ ଚଳିତ ମାସ 14 ତାରିଖରୁ ଆରମ୍ଭ ହେବ । ଅଧିବେଶନର ପ୍ରଥମ ଦିନରେ ରାଜ୍ୟସଭା ଉପାଧ୍ୟକ୍ଷ ପାଇଁ ନିର୍ବାଚନ ହେବ। ଏହି ପଦ ଲାଗି ଏନଡିଏର ପ୍ରାର୍ଥୀ ଭାବେ ଜେଡି (ୟୁ) ସାଂସଦ ହରିବଂଶ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରପକ୍ଷେ କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳ ପକ୍ଷରୁ ମିଳିତ ଭାବେ ପ୍ରାର୍ଥୀ ଦିଆଯିବା ଯୋଜନା ରହିଛି । ଡିଏମକେର ସାଂସଦ ତିରୁଚି ଶିବାଙ୍କୁ ମିଳିତ ବିରୋଧୀ ଦଳର ପ୍ରାର୍ଥୀ କରାଯିବା ସମ୍ଭାବନା ରହିଛି । ପ୍ରାର୍ଥୀ ଦାଖଲ କରିବାର ଅନ୍ତିମ ତାରିଖ ସେପ୍ଟେମ୍ବର 11 ରହିିଛି । ରାଜ୍ୟସଭାର ସଂଖ୍ୟା ଗଣିତ ଅନୁସାରେ ବିଜେପିର ନେତୃତ୍ୱାଧୀନ ଏନଡିଏର ସଂଖ୍ୟା 113 ରହିଛି । ଏନଡିଏର ପ୍ରାର୍ଥୀଙ୍କୁ ସମର୍ଥନ କରିବା ପାଇଁ ବିଜେପି ଏନଡିଏ ସହଯୋଗୀମାନେ ରାଜ୍ୟସଭାରେ ପ୍ରତିନିଧିତ୍ୱ କରୁଥିବା ସମସ୍ତ ଦଳର ନେତାମାନଙ୍କ ସହିତ ଆଲୋଚନା ଆରମ୍ଭ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି । ବିଜେପି ପକ୍ଷରୁ ସେପ୍ଟେମ୍ବର 14ରେ ସମସ୍ତ ସାଂସଦମାନଙ୍କୁ ଉପସ୍ଥିତ ରହିବା ପାଇଁ ହୁଇପ ଜାରି କରାଯାଇଛି । ଉପାଧ୍ୟକ୍ଷ ନିର୍ବାଚନରେ ବିଜେଡିର ଆଭିମୁଖ୍ୟ କ’ଣ ରହିବ ଏ ନେଇ ବର୍ତ୍ତମାନ ସୁଦ୍ଧା କୌଣସି ନିଷ୍ପତ୍ତି ନିଆଯାଇ ନଥିବା ଜଣାପଡ଼ିଛି । ଦିନେ ଦୁଇ ଦିନ ଭିତରେ ସ୍ଥିତି ସ୍ପଷ୍ଟ ହେବା ଅନୁମାନ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026
Latest News

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.