Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟେଲୋ ଓ୍ବାର୍ଣ୍ଣିଂ : କାଲିଠୁ 5 ଦିନ ବର୍ଷିବ
ଆଜିର ଖବର

ୟେଲୋ ଓ୍ବାର୍ଣ୍ଣିଂ : କାଲିଠୁ 5 ଦିନ ବର୍ଷିବ

September 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର 13 ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତାକାଲି ଠାରୁ 5 ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ନେଇ 21ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ ରହିଛି –  ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ସମସ୍ତ ଜିଲ୍ଲାଗୁଡ଼ିକରେ ବଜ୍ରପାତ ହେବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ 5  ଦିନ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

ବର୍ଷା ସମ୍ଭାବନା ୟେଲୋଓ୍ବାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026
Latest News

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.