Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ୨୭୦୬ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୨୭୦୬ ଜଣ କରୋନା ଆକ୍ରାନ୍ତ

September 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୨୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି କଟକରୁ ସର୍ବାଧିକ ୪୧୧ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡରୁ ୧୫୨, ବରଗଡରୁ ୧୩୯, ପୁରୀରୁ ୧୩୨, ରାୟଗଡାରୁ ୧୦୧, ଝାରସୁଗୁଡାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, କେନ୍ଦ୍ରାପଡାରୁ ୬୬, ଢେଙ୍କାନାଳରୁ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ବରରୁ ୩୮, ସୁନ୍ଦରଗଡରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗିରିରୁ ୨୫, ସୋନପୁରରୁ ୨୪, ବୌଦ୍ଧରୁ ୨୩, ନୂଆପଡାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୁଳରୁ ୧୭, ଦେବଗଡରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୮,୦୦୧ ରେ ପହଞ୍ଚିଛି। ସେହିପରି ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୯ ହଜାର ୧୨୧ ଥିବା ବେଳେ ସକ୍ରିୟ କେସ ଅଛି ୩୦ ହଜାର ୪୭୬ ଏବଂ ୫୯୧ ଜଣଙ୍କ କରୋନା ରେ ମୃତ୍ୟୁ ହୋଇଛି।

corona update discharged Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.