Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବବି ହେବେ ଉପମୁଖ୍ୟମନ୍ତ୍ରୀ, ସୋସିଆଲ ମିଡିଆରେ ଘୁରି ବୁଲୁଛି ଏହି ଖବର
ଆଜିର ଖବର

ବବି ହେବେ ଉପମୁଖ୍ୟମନ୍ତ୍ରୀ, ସୋସିଆଲ ମିଡିଆରେ ଘୁରି ବୁଲୁଛି ଏହି ଖବର

September 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ବବି ଦାସ ହେବେ ଓଡିଶାର ଉପମୁଖ୍ୟମନ୍ତ୍ରୀ। ଏପରି ଲେଖାଥିବା ଏକ ସୁନ୍ଦର ବ୍ୟାନର ବର୍ତ୍ତମାନ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏ ଖବରର କୌଣସି ସତ୍ୟତା ନ ଥିଲେ ମଧ୍ୟ ହେଲେ ରାଜ୍ୟ ରାଜନୀତିରେ ଏହା ବେଶ୍ ଚର୍ଚ୍ଚା ବିଷୟ ପାଲଟିଛି। ବର୍ତ୍ତମାନ ଏପରି ବ୍ୟାନର ଯେଉଁ ଫେସବୁକ ପେଜରେ ସେୟାର ହୋଇଛି ତାହାର ନାମ ହେଲା ବବି ଭାଇ ଫ୍ୟାନ କ୍ଲବ। ଏହି ଗ୍ରୁପର ଜଣେ ଫ୍ୟାନ ଏପରି ପୋଷ୍ଟିଂ କରିଛନ୍ତି। ଆଉ ଏହାକୁ ବହୁ ଲୋକ ସେୟାର କରିବା ସହିତ ଲାଇକ ମଧ୍ୟ କରିଛନ୍ତି।

ବର୍ତ୍ତମାନ ଓଡିଶା ରାଜନୀତିରେ ବବି ତଥା ପ୍ରଣବ ପ୍ରକାଶ ଦାସ ମୁଖ୍ୟ ଭୂମିକାରେ ଅବତିର୍ଣ୍ଣ ହୋଇଛନ୍ତି। ଯଦି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପରେ କାହା କଥା ଚିନ୍ତା କରାଯାଏ ତେବେ ସେ ହେଉଛନ୍ତି ବବି ଦାସ। ବିଜୁ ଜନତା ଦଳର ବର୍ତ୍ତମାନ ସେ ହିଁ ହର୍ତ୍ତାକର୍ତ୍ତା। କୁହାଯାଏ ଯଦି ବବି ଚାହିଁବେ ଉପମୁଖ୍ୟମନ୍ତ୍ରୀ ହେବାକୁ ତେବେ ଏଥିରେ ସୁପ୍ରିମୋ ଅରାଜି ହେବାର ସମ୍ଭାବନା ନାହିଁ। ଏପରି ପରିସ୍ଥିତିରେ ସୋସିଆଲ ମିଡିଆରେ ଏପରି ଖବର ଘୁରି ବୁଲିବା ଏହି ସନ୍ଦେହକୁ ଆହୁରି ଦୃଢିଭୂତ କରିବାରେ ଲାଗିଛି।

boby das ପ୍ରଣବ ପ୍ରକାଶ ଦାସ ବବି ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026
Latest News

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.