Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 14ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 600 ଟପିଲା
ଆଜିର ଖବର

ଆଜି 14ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 600 ଟପିଲା

September 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ 14 ଜଣଙ୍କ ଜୀବନ ନେଲା କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 5 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀରୁ 3ଜଣ ଓ ମୟୂରଭଞ୍ଜରୁ 2 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁର, କଟକ, କୋରାପୁଟର, କଳାହାଣ୍ଡିରୁ ଜଣେ ଲେଖାଏଁଙ୍କର ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ 5ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 4ଜଣ ଭୁବନେଶ୍ବରର ବୋଲି ସୂଚନା ରହିଛି ।  ଭୁବନେଶ୍ବରରୁ ଆଜି 2ଜଣ ପୁରୁଷ ଓ 2 ଜଣ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ 49 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ 2 ମହିଳା ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 71 ଓ 74 ବର୍ଷ ବୋଲି ସୂଚନା ରହିଛି । ସେହିପରି ଅନ୍ୟ ଦୁଇ ଆକ୍ରାନ୍ତଙ୍କ ବୟସ 51 ଓ 56 ବର୍ଷ ।

ସେହିପରି ପୁରୀରୁ ମୃତ୍ୟୁବରଣ କରିଥିବା ତିନି ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 86, 72, 43 ବୋଲି ସୂଚନା ରହିଛି । କଟକରୁ ଆଜି ଜଣେ 80 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ କୋରାପୁଟରୁ 60 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ସେହିପରି ମୟୂରଭଞ୍ଜରୁ ଆଜି ମୃତ୍ୟୁବରଣ କରିଥିବା ଦୁଇ ଆକ୍ରାନ୍ତଙ୍କ ମହିଳା ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 65 ଓ 45 ବର୍ଷ ବୋଲି ସୂଚନା ରହିଛି ।  ସମ୍ବଲପୁରୁର 45 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରୁ 61 ବର୍ଷୀୟ ପୁରୁଷ, କୋରାପୁଟରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 60 ବର୍ଷ ବୋଲି ସୂଚନା ରହିଛି ।

ଆଜି 14ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 605କୁ ବୃଦ୍ଧି ହୋଇଛ ।

କଟକ କରୋନା ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026
Latest News

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.