Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଜେଇଇ ମେନ୍ 2020‌ ପରୀକ୍ଷାଫଳ : ସୌରଭ ସୌମ୍ୟକାନ୍ତ ଦାସ ଓଡ଼ିଶା ଟପ୍ପର
ଆଜିର ଖବର

ପ୍ରକାଶ ପାଇଲା ଜେଇଇ ମେନ୍ 2020‌ ପରୀକ୍ଷାଫଳ : ସୌରଭ ସୌମ୍ୟକାନ୍ତ ଦାସ ଓଡ଼ିଶା ଟପ୍ପର

September 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜେଇଇ ମେନ୍‌ 2020 ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ସୌରଭ ସୌମ୍ୟକାନ୍ତ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି। ସେ 99.99% ରଖି 34ତମ ସ୍ଥାନ ହାସଲ କରିଛନ୍ତି । ଚଳିତ ଜେଇଇ ମେନ୍‌ 2020ରେ 24 ଜଣ ପରୀକ୍ଷାର୍ଥୀ ଶହେ ପରସେଣ୍ଟାଇଲ୍ ରଖିଛନ୍ତି । ତେଲେଙ୍ଗାନାର ୮ଜଣ ପରୀକ୍ଷାର୍ଥୀ ଶହେ ପରସେଣ୍ଟାଇଲ୍ ମାର୍କ ରଖି ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ରହିଛି ଦିଲ୍ଲୀ। ଦିଲ୍ଲୀରୁ 5ଜଣ ପରୀକ୍ଷାର୍ଥୀ ଟପ୍ପର ତାଲିକାରେ ରହିଛନ୍ତି। ରାଜସ୍ଥାନରୁ ଚାରିଜଣ, , ଆନ୍ଧ୍ର ପ୍ରଦେଶରୁ ତିନିଜଣ, ହରିୟାଣାରୁ ଦୁଇଜଣ ଏବଂ ଗୁଜରାଟ ଓ ମହାରାଷ୍ଟ୍ରରୁ ଜଣେ ଲେଖାଏ ପରୀକ୍ଷାର୍ଥୀ ଶହେ ପରସେଣ୍ଟାଇଲ୍ ମାର୍କ ରଖିଛନ୍ତି।

ଚଳିତ ଥର ଜେଇଇ ମେନ୍‌ ପାଇଁ 8 ଲକ୍ଷ 50 ହଜାର ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିବାବେଳେ ସେମାନଙ୍କ ମଧ୍ୟରୁ 6 ଲକ୍ଷ 35 ହଜାର ଛାତ୍ରଛାତ୍ରୀ ଅର୍ଥାତ୍‌ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି-NTA ଦ୍ୱାରା ପରିଚାଳିତ ପରୀକ୍ଷାର ରେଲଜ୍ଟ ଛାତ୍ରଛାତ୍ରୀମାନେ jeemain,nta.nic.in ୱେବ୍‌ସାଇଟ୍‌କୁ ଯାଇ ଜାଣିପାରିବେ।

nta
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026

ଆଜି ମାର୍ଚ୍ଚ ୧୯ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 19, 2026

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026
Latest News

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026

ଆଜି ମାର୍ଚ୍ଚ ୧୯ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 19, 2026

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.