Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିନକରେ ସର୍ବାଧିକ 97 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଦିନକରେ ସର୍ବାଧିକ 97 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ

September 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଏବେ ଅଣାୟତ୍ତ । ଦିନକୁ ଦିନ କରୋନା ସଂକ୍ରମିତ ମାମଲା ବୃଦ୍ଧି ହେବାରେ ଲାଗିଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଅନୁସାରେ ଗତ 24 ଘଣ୍ଟାରେ  ସର୍ବାଧିକ 97 ହଜାର 570ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 1ହଜାର 201 ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 46 ଲକ୍ଷ 59 ହଜାର 985କୁ ବୃଦ୍ଧି ହୋଇଥିବାବେଳେ 77 ହଜାର 472ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 9 ଲକ୍ଷ 58 ହଜାର 316 ରହିଛି । ସେହିପରି ସୁସ୍ଥଙ୍କ ସଂଖ୍ୟା 36 ଲକ୍ଷ 24 ହଜାର 197ରେ ପହଞ୍ଚିଛି ।

ଆଇସିଏମ୍‌ଆର୍‌ ସୂଚନା ଅନୁସାରେ ସେପ୍ଟେମ୍ବର 11 ସୁଦ୍ଧା ଦେଶରେ ମୋଟ୍‌ 5 କୋଟି 50 ଲକ୍ଷ ସାମ୍ପଲ୍‌ ଟେଷ୍ଟ ହୋଇଥିବାବେଳେ ଗତକାଲି 11 ଲକ୍ଷ ସାମ୍ପଲ୍‌ ଟେଷ୍ଟ ହୋଇଥିବାର ସୂଚନା ରହିଛି । କରୋନା ଭାଇରସର 54 ପ୍ରତିଶତ ମାମଲା 18 ବର୍ଷରୁ 44 ବର୍ଷଙ୍କମଧ୍ୟରେ ରହିଛି । ସେହିପରି କରୋନାରେ ମୃତ୍ୟୁବରଣ କରୁଥିବା ଆକ୍ରାନ୍ତଙ୍କ ମଧ୍ୟରେ 60 ବର୍ଷରୁ ଅଧିକ ବୟସ୍କଙ୍କ ସଂଖ୍ୟା 51 ପ୍ରତିଶତ ରହିଛି । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026
Latest News

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.