Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡି, ବିଜେପି ସହ ଲଢେଇ ଜାରି ରହିବ: ଭକ୍ତ ଚରଣ ଦାସ
ଆଜିର ଖବର

ବିଜେଡି, ବିଜେପି ସହ ଲଢେଇ ଜାରି ରହିବ: ଭକ୍ତ ଚରଣ ଦାସ

September 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 
ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

ଭୁବନେଶ୍ୱର: ବିଜେପି ଓ ବିଜେଡି ସହ ଲଢେଇ ଜାରି ରଖିବ କଂଗ୍ରେସ । ରାଜ୍ୟରେ ବିଜେପି ଓ ବିଜେଡ଼ି ମିଳିମିଶି ରହିଛନ୍ତି ।  ଉଭୟ ଦଳ ସହ ଆମର ଲଢେଇ ଜାରି ରହିବ ବୋଲି କହିଛନ୍ତି କଂଗ୍ରେସ ନେତା ଭକ୍ତଚରଣ ଦାସ  । ମିଜୋରାମ ଓ ମଣିପୁର ପ୍ରଭାରୀ ନିଯୁକ୍ତ ହେବା ପରେ ଶ୍ରୀ ଦାସ ନିଜ ପ୍ରତିକ୍ରିୟାରେ ଏହା କହିଛନ୍ତି । ସେ କହିଛନ୍ତି ଯେ, କଂଗ୍ରେସ ସଂଗଠନ ମଜଭୁତ କରିବାକୁ ନୂଆ ପ୍ରଭାରୀଙ୍କ ସହ  କାମ କରାଯିବ।  ନୂଆ ପ୍ରଭାରୀ ଚେଲ୍ଲାକୁମାର ଜଣେ ନିଷ୍ଠାବାନ କର୍ମୀ । ସେ କାହା ଦ୍ୱାରା ପ୍ରଭାବିତ ହୁଅନ୍ତିନି ।  ପୂର୍ବରୁ ଅନେକ ପ୍ରଦେଶର ଦାୟିତ୍ୱ ମୋତେ ମିଳିଥିଲା । ଅଭିଜ୍ଞତା କାମରେ ଲଗାଇବି ବୋଲି ସେ କହିଛନ୍ତି । ଏହାଛଡ଼ା  ସିଡବ୍ଲୁ୍ୟସିରେ ସ୍ଥାନ ମିଳିଥିବା ସେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ଧନ୍ୟବାଦ ଦେଇଛନ୍ତି ।  ଏହା ଦ୍ୱାରା ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଭୋଟ ପ୍ରତିଶତ ବଢିବ ବୋଲି ଭକ୍ତଚରଣ ଦାସ କହିଛନ୍ତି ।

ପ୍ରକାଶ ଯେ, କଂଗ୍ରେସ ସଭାନେତ୍ରୀ ସୋନିଆ ଗାନ୍ଧୀ ଗତକାଲି ଦଳୀୟ ସଂଗଠନରେ ବଡ଼ ଧରଣର ପୁନର୍ବିନ୍ୟାସ କରିଥିଲେ । ଓଡ଼ିଶା ପ୍ରଭାରୀ ଥିବା ଦଳର ସାଧାରଣ ସମ୍ପାଦକ ଜିତେନ୍ଦ୍ର  ସିଂହଙ୍କୁ  ବଦଳରେ ସାଂସଦ ଡ. ଚେଲ୍ଲା କୁମାରଙ୍କୁ ଏହି ଗୁରୁ ଦାୟିତ୍ୱ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ଓଡ଼ିଶା ଯାତ୍ରୀ ଦ୍ୱାରା ଭାରତର ପ୍ରଥମ ରାଜ୍ୟ-ମାଲିକାନା ସୁରକ୍ଷା ଆପ୍‌ର ଶୁଭାରମ୍ଭ

September 4, 2026

ଓଡ଼ିଶୀ ନୃତ୍ୟ ଜଗତରେ ଅପୂରଣୀୟ ଶୂନ୍ୟତା: ବିଶିଷ୍ଟ ନୃତ୍ୟଶିଳ୍ପୀ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରଲୋକ

September 4, 2026

ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି

September 4, 2026
Latest News

ବିଷାକ୍ତ ଗ୍ୟାସ ଲିକ୍‌, ୩୭ ମୃତ

September 4, 2026

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ଓଡ଼ିଶା ଯାତ୍ରୀ ଦ୍ୱାରା ଭାରତର ପ୍ରଥମ ରାଜ୍ୟ-ମାଲିକାନା ସୁରକ୍ଷା ଆପ୍‌ର ଶୁଭାରମ୍ଭ

September 4, 2026

ଓଡ଼ିଶୀ ନୃତ୍ୟ ଜଗତରେ ଅପୂରଣୀୟ ଶୂନ୍ୟତା: ବିଶିଷ୍ଟ ନୃତ୍ୟଶିଳ୍ପୀ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରଲୋକ

September 4, 2026

ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.