Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପରବର୍ତ୍ତୀ ପରିଚାଳନା ନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟର ନୂତନ ପ୍ରୋଟୋକଲ୍‌ : ଜାଣନ୍ତୁ ଏଥିରେ କ’ଣ ରହିଛି
ଆଜିର ଖବର

କରୋନା ପରବର୍ତ୍ତୀ ପରିଚାଳନା ନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟର ନୂତନ ପ୍ରୋଟୋକଲ୍‌ : ଜାଣନ୍ତୁ ଏଥିରେ କ’ଣ ରହିଛି

September 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାରା ଦେଶରେ କରୋନା ଏବେ ଅଣାୟତ୍ତ। ତେବେ କରୋନା ପରବର୍ତ୍ତୀ ପରିଚାଳନା ନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ନୂତନ ପ୍ରୋଟୋକଲ୍‌ ଜାରି କରିଛି । ଏହି ନିୟମାବଳୀ ଅନୁସାରେ  ପ୍ରତ୍ୟହ ହାଲୁକା ବ୍ୟାୟାମ କରିବାକୁ ନୂଆ ଗାଇଡଲାଇନ୍‌ରେ ପରାମର୍ଶ ଦିଆଯାଇଛି। ସାମର୍ଥ୍ୟ ମୁତାବକ ଯୋଗାସନ, ପ୍ରାଣାୟମ୍‌ ଓ ଧ୍ୟାନ କରିବାକୁ ପରାମର୍ଶ ଦିଆଯାଇଛି। ପ୍ରତ୍ୟହ ମର୍ଣ୍ଣିଂ ଓ ଇଭିନିଂ ଓ୍ବାକ୍‌ କରିବା ସହ ତଟକା ଖାଦ୍ୟ ଖାଇବାକୁ ପରାମର୍ଶ ଦିଆଯାଇଛି।

ସେହିପରି ଧୂମପାନ ଓ ମଦ୍ୟପାନଠାରୁ ପୂରା ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି । ମାସ୍କ ପିନ୍ଧିବେ, ସାମାଜିକ ଦୂରତ୍ବ ପାଳନ ସହ ଉଷୁମ ପାଣି ପିଇବାକୁ ପରାମର୍ଶ ଦିଆଯାଇଛି । ନିୟମିତ ଚଓ୍ବନପ୍ରାଶ୍‌ ଖାଇବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ମନ୍ତ୍ରାଳୟ। ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଆୟୂଷ ମେଡିସିନ୍‌ ନେବେ। ସ୍ବାସ୍ଥ୍ୟର ସାମର୍ଥ୍ୟ ଅନୁସାରେ ଘର ଓ ପେସାଦାର କାମ କରିପାରିବେ। ପ୍ରତିଦିନ ଶରୀରର ତାପମାତ୍ରା, ରକ୍ତଚାପ ଓ ଡାଇବେଟିସ୍‌ ମନିଟରିଂ କରିବେ। କରୋନା ପରବର୍ତ୍ତୀ ପରିଚାଳନା ନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟର ପ୍ରୋଟୋକଲ୍‌ ଜାରି କରିଛି । (ଏଜେନ୍ସି)

health department newguildline
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026
Latest News

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.