Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ ଦଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 626କୁ ବୃଦ୍ଧି
ଆଜିର ଖବର

ଆଉ ଦଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 626କୁ ବୃଦ୍ଧି

September 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ଆଉ 10 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।  ଖୋର୍ଦ୍ଧାରୁ ସର୍ବାଧିକ 3 ଜଣ ରହିଥିବାବେଳେ କଟକରୁ 2ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ବର ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ତିନି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଦୁଇଜଣ ଭୁବନେଶ୍ବରର ବୋଲି ସୂଚନା ରହିଛି । ଭୁବନେଶ୍ବରରୁ ଦୁଇ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇଜଣଙ୍କ ବୟସ ଯଥାକ୍ରମେ 62, 66 ବର୍ଷ । ସେହିପରି ଖୋର୍ଦ୍ଧା ଜିଲ୍ଲାର ଅନ୍ୟ ଆକ୍ରାନ୍ତଙ୍କ ବୟସ 60 ବର୍ଷ । ସେହିପରି କଟକର ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 45 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 74 ବର୍ଷୀୟ ପୁରୁଷ । ଗଞ୍ଜାମରୁ 55 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବରରୁ 60 ବର୍ଷୀୟ ବ୍ୟକ୍ତି, କଳାହାଣ୍ଡିରୁ 62 ବର୍ଷୀୟ ବ୍ୟକ୍ତି, ମୟୂରଭଞ୍ଜରୁ 60 ବର୍ଷୀୟ ବ୍ୟକ୍ତି ଓ ସୋନପୁରୁର 84 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 626କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବନସ୍ତେ ଡାକିଲା ଗଜ, ଆସିଲା ପହିଲି ରଜ…..

June 14, 2026

ସ୍କୁଲ ଛୁଟି ବୃଦ୍ଧି କରାଯାଉ: ଓଷ୍ଟା

June 14, 2026

ବ୍ରିକ୍ସ ଏଜେଣ୍ଡାର କେନ୍ଦ୍ରବିନ୍ଦୁରେ କୃଷକ

June 14, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୁକ୍ତ କୋର୍ଟ ଚାଲାଣ

June 14, 2026
Latest News

‘ପ୍ରତିରୋଧ ହିଁ ସବୁଠାରୁ ବଡ଼ ଅସ୍ତ୍ର’: ଇଣ୍ଡିଆ ମେଣ୍ଟକୁ ରାହୁଲଙ୍କ ବାର୍ତ୍ତା

June 14, 2026

ବନସ୍ତେ ଡାକିଲା ଗଜ, ଆସିଲା ପହିଲି ରଜ…..

June 14, 2026

ସ୍କୁଲ ଛୁଟି ବୃଦ୍ଧି କରାଯାଉ: ଓଷ୍ଟା

June 14, 2026

ବ୍ରିକ୍ସ ଏଜେଣ୍ଡାର କେନ୍ଦ୍ରବିନ୍ଦୁରେ କୃଷକ

June 14, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୁକ୍ତ କୋର୍ଟ ଚାଲାଣ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.