Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋ’ ନିରବତାକୁ ଦୁର୍ବଳତା ଭାବନି : ଉଦ୍ଧବ ଠାକ୍‌ରେ
ଆଜିର ଖବର

ମୋ’ ନିରବତାକୁ ଦୁର୍ବଳତା ଭାବନି : ଉଦ୍ଧବ ଠାକ୍‌ରେ

September 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ଼ ଅଭିନେତ୍ରୀ କଙ୍ଗନା ରାନାୱତଙ୍କର ଶିବସେନା ଓ ମହାରାଷ୍ଟ୍ର ସରକାରଙ୍କୁ ନେଇ ହୋଇଥିବା ବିବାଦକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିଜ ମୁହଁ ଖୋଲିଛନ୍ତି । ମହାରାଷ୍ଟ୍ରକୁ ବଦନାମ କରିବାକୁ ଉଦ୍ୟମ କରାଯାଉଛି ।ସଠିକ୍ ସମୟରେ ଏହା ଉପରେ ପ୍ରତିକ୍ରିୟା ରଖିବି ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କହିଛନ୍ତି ।କଙ୍ଗନା କିମ୍ବା ସୁଶାନ୍ତଙ୍କ ନାଁକୁ ନେଇ କିଛି ନକହି ସେ କହିଛନ୍ତି ଯେ , ମୋ ନିରବତାକୁ କେହି ଦୁର୍ବଳତା ବୋଲି ନ ଭାବନ୍ତୁ । ଏବେ ମୁଁ ଯେ କୌଣସି ରାଜନୈତିକ ଝଡ଼ର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ଅଛି ।

ରାଜ୍ୟରେ କରୋନା ମୁକାବିଲା ନେଇ ଉଦ୍ଧବ ଠାକରେଙ୍କ ନୂଆ ଅଭିଯାନ ଘୋଷଣା କରିଛନ୍ତି । ଆସନ୍ତା 15 ତାରିଖରୁ ଆରମ୍ଭ ‘ମୋ ପରିବାର, ମୋ ଦାୟିତ୍ୱ’ ଅଭିଯାନ ଆରମ୍ଭ କରିବେ ।

ଅଭିନେତ୍ରୀ କଙ୍ଗନା ରନୌତ, ଶିବସେନା ଓ ମହାରାଷ୍ଟ୍ର ସରକାର ମଧ୍ୟରେ ବିବାଦ ଲାଗି ରହିଛି । ଉଦ୍ଧବ  ନିଜ ସମ୍ବୋଧନରେ କଙ୍ଗନା କିମ୍ବା ପୂର୍ବ ନୌସେନା ଅଧିକାରୀଙ୍କ ମାଡ ପ୍ରସଙ୍ଗରେ କିଛି ଉତ୍ତର ରଖିନାହାନ୍ତି । ଅପରପକ୍ଷରେ କଙ୍ଗନା ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୌଶିୟାରୀଙ୍କ ସହ ସାକ୍ଷାତ କରିବାର ଅଛି । ସୂଚନାଯୋଗ୍ୟ, କଙ୍ଗନା ମୁମ୍ବାଇକୁ ପିଓକେ ସହିତ ତୁଳନା କରିଥିବାବେଳେ ଶିବସେନା ଏହାକୁ ନେଇ କଙ୍ଗନାକୁ ଟାର୍ଗେଟ୍‌ କରିଛି ।

ଉଦ୍ଧବ ଠାକ୍‌ରେ ମୁମ୍ବାଇ ଶିବସେନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026
Latest News

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.