Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷିଆନ୍ ଅଭିନେତା  ଅଜିତ୍‌ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ
ଆଜିର ଖବର

ବର୍ଷିଆନ୍ ଅଭିନେତା  ଅଜିତ୍‌ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

September 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଲିଉଡର ବର୍ଷିଆନ୍ ଅଭିନେତା ଅଜିତ ଦାଶଙ୍କ ଆଜି ପରଲୋକ ହୋଇଛି । 71ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବର୍ଗତ ଅଜିତ୍‌ ଦାସଙ୍କୁ ଓଡ଼ିଆ ଚଳଚ୍ଚିତ୍ରର ଜଣେ ଅନନ୍ୟ ପ୍ରଭିଭାଧାରୀ ଏବଂ ଚଳଚ୍ଚିତ୍ର ଜଗତର ଶ୍ରେଷ୍ଠ ବ୍ୟକ୍ତିତ୍ବ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପରେ ଜଣେ ବହୁମୁଖୀ ଅଭିନେତା ଓ ନିର୍ଦେଶକ ଭାବେ ନିଜ ନିଖୁଣ ଅଭିନୟ ଛାଡ଼ି ଯାଇଛନ୍ତି।

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ନାଟକ ବିଭାଗର ପୂର୍ବତନ ବିଭାଗ ମୁଖ୍ୟ ଭାବେ ସେ ଓଡ଼ିଶା ଚଳଚ୍ଚିତ୍ର ଶିଳ୍ପ ପାଇଁ ଯେତେଜଣ କଳାକାର ସୃଷ୍ଟି କରିଛନ୍ତି, ସେହି ଅଭାବ ପୂରଣ ପାଇଁ ବହୁ ବର୍ଷ ଲାଗିବ। ଓଡ଼ିଶା ଚଳଚ୍ଚିତ୍ର ପ୍ରେମୀଙ୍କ ହୃଦୟରେ ଅଜିତ୍ ଦାସ ସବୁଦିନ ପାଇଁ ବଞ୍ଚି ରହିବେ। ତାଙ୍କର ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026
Latest News

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.