Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରି ସଂସଦର ମୌସୁମୀ ଅଧିବେସନ, ଜାଣନ୍ତୁ କୋଭିଡ କଟକଣା ଭିତରେ କିପରି ଚାଲିବ ଗୃହ
ଆଜିର ଖବର

ଆସନ୍ତାକାଲିଠାରି ସଂସଦର ମୌସୁମୀ ଅଧିବେସନ, ଜାଣନ୍ତୁ କୋଭିଡ କଟକଣା ଭିତରେ କିପରି ଚାଲିବ ଗୃହ

September 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲିଠାରି ସଂସଦର ମୌସୁମୀ ଅଧିବେସନ, ଜାଣନ୍ତୁ କୋଭିଡ କଟକଣା ଭିତରେ କିପରି ଚାଲିବ ଗୃହ

ନୂଆଦିଲ୍ଲୀ, ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେସନ। ଏହା ଅକ୍ଟୋବର 1 ତାରିଖ ପର୍ଯ୍ୟନ୍ତ ଚାଲିବ। କୋଭିଡ-୧୯ ମହାମାରୀ ମଧ୍ୟରେ ଏହା ହେବ ପ୍ରଥମ ଅଧିବେଶନ। ଏହାକୁ ଦୃଷ୍ଟିରେ ରଖି କୋଭିଡ-୧୯ ପାଇଁ ଜାରି ହୋଇଥିବା ଗାଇଡଲାଇନ ଅନୁଯାୟୀ ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

ପ୍ରତ୍ୟେକ ସଦନରେ ଦୈନିକ ୪ ଘଣ୍ଟା ଲେଖାଏଁ କାର୍ଯ୍ୟକାଳ ରହିବ। ରାଜ୍ୟସଭା ପାଇଁ ପୂର୍ବାହ୍ନ ୯ଟାରୁ ଅପରାହ୍ଣ ୧ଟା ଏବଂ ଲୋକସଭା ପାଇଁ ଅପରାହ୍ଣ ୩ ଟାର ୭ଟା ପର୍ଯ୍ୟନ୍ତ କାର୍ଯ୍ୟ ଚାଲିବ। ତେବେ ୧୪ ତାରିଖ ପ୍ରଥମ ଦିନ ଲୋକସଭା ଅଧିବେଶନ ସକାଳ ବେଳା ଅନୁଷ୍ଠିତ ହେବ।

ଶାରୀରିକ ଦୂରତା ରକ୍ଷା ଉଦ୍ଦେଶ୍ୟରେ ସାଂସଦମାନଙ୍କ ବସିବା ସ୍ଥାନରେ ଯଥେଷ୍ଟ ବ୍ୟବଧାନ ରଖାଯିବ। ସାଂସଦମାନେ ଉଭୟ ସଦନର ଚାମ୍ବର ସହିତ ଗ୍ୟାଲେରିରେ ବସିବେ। ସାଂସଦମାନଙ୍କ ଉପସ୍ଥିତି ପଞ୍ଜୀକରଣ କରିବା ଲାଗି ମୋବାଇଲ ଆପର ପ୍ରଚଳନ କରାଯିବ। ସଦନରେ ପଲିକାର୍ବନ ଶିଟ ଜରିଆରେ ଆସନଗୁଡ଼ିକୁ ପୃଥକୀକରଣ କରାଯିବ।

ଏହି ଅଧିବେଶନରେ ଶନିବାର ଓ ରବିବାରରେ ମଧ୍ୟ ଗୃହ ଚାଲିବ। ଏଥିରେ ଶୂନ୍ୟକାଳ ରହିବ ଏବଂ ଅଣତାରକା ପ୍ରଶ୍ନଗୁଡ଼ିକ ଟେବୁଲରେ ଉପସ୍ଥାପନ କରାଯିବ।

ସଂସଦର ମୌସୁମୀ ଅଧିବେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025

ସ୍ୱଦେଶୀ ହିଁ ଶକ୍ତି: ଭାରତୀୟ ଉତ୍ପାଦକୁ ପ୍ରାଥମିକତା ଦେବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

October 20, 2025

ପାଞ୍ଚ ଦିନ ମଧ୍ୟରେ ଟ୍ରମ୍ପଙ୍କ ସହ ମୋଦୀଙ୍କ ସାକ୍ଷାତ?: ଭାରତଠାରୁ ଆମେରିକା ପର୍ଯ୍ୟନ୍ତ ବଢିଲା ରାଜନୈତିକ ଚର୍ଚ୍ଚା

October 20, 2025

ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

October 20, 2025
Latest News

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025

ସ୍ୱଦେଶୀ ହିଁ ଶକ୍ତି: ଭାରତୀୟ ଉତ୍ପାଦକୁ ପ୍ରାଥମିକତା ଦେବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

October 20, 2025

ପାଞ୍ଚ ଦିନ ମଧ୍ୟରେ ଟ୍ରମ୍ପଙ୍କ ସହ ମୋଦୀଙ୍କ ସାକ୍ଷାତ?: ଭାରତଠାରୁ ଆମେରିକା ପର୍ଯ୍ୟନ୍ତ ବଢିଲା ରାଜନୈତିକ ଚର୍ଚ୍ଚା

October 20, 2025

ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

October 20, 2025

ଦୀପାବଳି ଅବସରରେ ସଭିଁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.