Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକାୟୁକ୍ତଙ୍କ ସମ୍ମୁଖରେ ହାଜର ହେଲେ ହେମନ୍ତ ଶର୍ମା ଓ ଯାମିନୀ ଷଡଙ୍ଗୀ
ଆଜିର ଖବର

ଲୋକାୟୁକ୍ତଙ୍କ ସମ୍ମୁଖରେ ହାଜର ହେଲେ ହେମନ୍ତ ଶର୍ମା ଓ ଯାମିନୀ ଷଡଙ୍ଗୀ

September 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ମାସ୍କ ଓ ପିପିଇ କିଣାରେ ହୋଇଥିବା ଦୁର୍ନୀତି ଅଭିଯୋଗରେ ଆଜି ଲୋକାୟୁକ୍ତଙ୍କ ସମ୍ମୁଖରେ ହାଜର ହୋଇଛନ୍ତି ଦୁଇ ବରିଷ୍ଠ ପ୍ରଶାସକ । ଓଡିଶା କଂଗ୍ରେସ ଏବଂ  ଓଡିଶା ବିକାଶ ପରିଷଦ ପକ୍ଷରୁ କରାଯାଇଥିବା ଅଭିଯୋଗରେ ଦୁଇ ବରିଷ୍ଠ ପ୍ରଶାସକ ହେମନ୍ତ ଶର୍ମା ଓ ଯାମିନୀ ଷଡଙ୍ଗୀ ଆଜି ଲୋକାୟୁକ୍ତଙ୍କ ସମ୍ମୁଖରେ ହାଜର ହୋଇଛନ୍ତି । ମାସ୍କ ଏବଂ ପିପିଇ କିଟ କିଣାଯିବା ସମୟରେ ହେମନ୍ତ ଶର୍ମା କ୍ରୟ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ଯାମିନୀ ଷଡଙ୍ଗୀ ଔଷଧ ନିଗମର ମୁଖ୍ୟ ରହିଥିଲେ ।

କରୋନା ସଂକ୍ରମଣ ସମୟରେ ମାସ୍କ ଏବଂ ପିପିଇ କିଟ କିଣାରେ ବଡ ଧରଣର ଦୁର୍ନୀତି ହୋଇଥିବା ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଥିଲା । ତେବେ ଓଡିଶା କଂଗ୍ରେସ ଏବଂ  ଓଡିଶା ବିକାଶ ପରିଷଦ ପକ୍ଷରୁ ଏନେଇ ଲୋକାୟୁକ୍ତ ଏନେଇ ଅଭିଯୋଗ କରାଯାଇଥିଲା । ଲୋକାୟୁକ୍ତଙ୍କ ପକ୍ଷରୁ ସରକାରଙ୍କୁ ନୋଟିସ କରାଯାଇଥିବା ବେଳେ ଆଜି ଉଭୟ ବରିଷ୍ଠ ଅଧିକାରୀ ନିଜର ପକ୍ଷ ରଖିଛନ୍ତି ।

ଲୋକାୟୁକ୍ତ ହେମନ୍ତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026
Latest News

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.