Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ପୁଣି ୯୭ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୧୦୨
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ପୁଣି ୯୭ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୧୦୨

September 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଦିନକୁ ଦିନ ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଯେପରି କମିବାର ନାଁ ଧରୁନି। ଗତକାଲି ଜଗତସିଂହପୁର ଜିଲ୍ଲାରୁ ୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଜିଲ୍ଲାରୁ ୯୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକରୁ ୭ଜଣ, ବାଲିକୁଦା ବ୍ଲକରୁ ୧୮ଜଣ, ବିରିଡ଼ି ବ୍ଲକରୁ ୩ଜଣ, ଏରସମା ବ୍ଲକରୁ ୪ଜଣ, ଜଗତସିଂହପୁର ବ୍ଲକରୁ ୧୨ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୦ଜଣ, କୁଜଙ୍ଗ ବ୍ଲକରୁ ୧୦ଜଣ, ନାଉଗାଁ ବ୍ଲକରୁ ୧୧ଜଣ, ରଘୁନାଥପୁର ବ୍ଲକରୁ ୧୫ଜଣ, ପାରାଦ୍ଵୀପରୁ ୪ଜଣ ଓ ଅନ୍ୟ ଜିଲ୍ଲାରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ତେବେ ଆଜି ଜିଲ୍ଲାରୁ ୧୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୩୦୮୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪୦ ଜଣ ସୁସ୍ଥ ହୋଇଥିବା ବେଳେ ୬ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଜିଲ୍ଲାରେ ବର୍ତ୍ତମାନ ୯୪୧ ଜଣ କରୋନା ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

corona update jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.