Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକରେ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି
ଆଜିର ଖବର

କର୍ଣ୍ଣାଟକରେ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

March 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକର ଧରଓ୍ବାଡ଼ ଜିଲ୍ଲା କୁମାରେଶ୍ବର ନଗରରେ ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବଢ଼ିଛି। ଉଦ୍ଧାରକାରୀ ଟିମ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଏହି କୋଠା ଭିତରୁ ୫୫ ଜଣ ଲୋକଙ୍କୁ ଉଦ୍ଧାର କରାଯାଇଛି।  ସୂଚନାଯୋଗ୍ୟ କୁମାରେଶ୍ୱର ନଗରରେ ନିର୍ମାଣାଧୀନ କୋଠା ଅଚାନକ ଭୁଶୁଡ଼ି ପଡ଼ିଥିଲା। କୋଠା ଭୁଶୁଡ଼ି ଯିବା ପରେ ଏଥିରେ ଅନେକ ଲୋକ ବାହାରକୁ ବାହାରି ପାରି ନଥିଲେ। ସୂଚନା ମିଳିବା ପରେ ପୋଲିସ, ଏନଡିଆରଏଫ ଟିମ ଓ ପ୍ରଶାସନ ଘଟଣାସ୍ଥଳକୁ ପହଂଚି ଉଦ୍ଧାର କାମ ଆରମ୍ଭ କରିଦେଇଥିଲା।

collapsed karnatak thesamikhsya underconstruction
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Latest News

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.