Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ
ଆଜିର ଖବର

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

September 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha CM approved 905 police post for recruitment

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ପୂର୍ବାହ୍ନ 11ଟା 30ରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ 3ଟିରୁ ଅଧିକ ପ୍ରସ୍ତାବ ଆସିପାରେ। । ଜିଏସ୍‌ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍‌କୁ କ୍ୟାବିନେଟ୍‌ ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି।ଏହାସହିତ ଉଚ୍ଚଶିକ୍ଷା ବିଭାଗର ଏକ ପ୍ରସ୍ତାବ ରହିଛି। ଏହାସହ ମୟୂରଭଞ୍ଜ ଜିଲ୍ଲାରେ ଏକ ପ୍ରକଳ୍ପ ନିର୍ମାଣ ନିମନ୍ତେ ଆହ୍ୱାନ ହୋଇଥିବା ଟେଣ୍ଡରକୁ ଏହି ବୈଠକରେ ମଞ୍ଜୁରି ମିଳିବା ନେଇ ମଧ୍ୟ ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

୬୬ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

August 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026

ଏଡ୍‌ସ ସମ୍ପର୍କିତ ଶିକ୍ଷା ଓ ସଚେତନତା ଅଭିଯାନର ତୃତୀୟ ପର୍ଯ୍ୟାୟ-୩.୦ ଶୁଭାରମ୍ଭ

August 13, 2026

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026
Latest News

୬୬ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

August 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026

ଏଡ୍‌ସ ସମ୍ପର୍କିତ ଶିକ୍ଷା ଓ ସଚେତନତା ଅଭିଯାନର ତୃତୀୟ ପର୍ଯ୍ୟାୟ-୩.୦ ଶୁଭାରମ୍ଭ

August 13, 2026

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.