Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାରେ ପଜିଟିଭିଟି ଜାତୀୟ ହାରଠୁ କମ୍‌ : ସ୍ବାସ୍ଥ୍ୟ ସଚିବ
ଆଜିର ଖବର

ଓଡିଶାରେ ପଜିଟିଭିଟି ଜାତୀୟ ହାରଠୁ କମ୍‌ : ସ୍ବାସ୍ଥ୍ୟ ସଚିବ

September 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଅପଡେଟ୍‌ ନେଇ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି । ଦେଶରେ 14ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଆକ୍ଟିଭ୍‌ କେସ୍‌ 5 ହଜାରରୁ କମ୍‌ ରହିଛି । 18ଟି ରାଜ୍ୟରେ ଆକ୍ଟିଭ୍‌ କେସ୍‌ ସଂଖ୍ୟା 5ରୁ 50 ହଜାର ମଧ୍ୟରେ ରହିଛି । କେବଳ 4ଟି ରାଜ୍ୟରେ 50 ହଜାରରୁ ଅଧିକ ଆକ୍ଟିଭ୍‌ କେସ୍‌ ରହିଛି। ସେହିପରି ମୋଟ୍‌ ଆକ୍ଟିଭ୍‌ କେସ୍‌ର 60 ପ୍ରତିଶତ 5 ରାଜ୍ୟରେ ରହିଛନ୍ତି । ସବୁଠୁ ଅଧିକ କ୍ଷତିଗ୍ରସ୍ତ ରାଜ୍ୟ ଭାବେ ମହାରାଷ୍ଟ୍ର ରହିଛି । ଏଠାରେ ସର୍ବାଧିକ ଆକ୍ଟିଭ୍‌ କେସ୍‌ 29.5 ପ୍ରତିଶତ ରହିଛି । ମହାରାଷ୍ଟ୍ରରେ ସର୍ବାଧିକ ଦୈନିକ ହାରାହାରି 409 ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି । ତେବେ ତାମିଲନାଡୁରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା କମୁଥିବାର ଦେଖାଯାଇଛି । ପ୍ରତି ନିୟୁତରେ ଭାରତରେ ମୃତ୍ୟୁ ସଂଖ୍ୟା 58 ରହିଛି । ସେହିପରି ଓଡ଼ିଶାରେ ପଜିଟିଭିଟି ରେଟ୍‌ ଜାତୀୟ ହାରଠାରୁ କମ୍‌ ରହିଛି । ଓଡ଼ିଶା ବ୍ୟତୀତ ପଶ୍ଚିମବଙ୍ଗ, ଗୁଜୁରାଟରେ ମଧ୍ୟ ପଜିଟିଭିଟି ହାର ଜାତୀୟ ହାରଠାରୁ କମ୍‌ ରହିଛି । ଦେଶରେ ପଜିଟିଭିଟି ହାର 8.4% ରହିଥିବାବେଳେ ଓଡ଼ିଶାରେ ଏହି ହାର 6.2% ରହିଛି ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ସଚିବ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026
Latest News

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ବିବାଦୀୟ ବିବୃତ୍ତି ମାମଲା: କଂଗ୍ରେସ ନେତାଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.