Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିନିହଜାର ଟଙ୍କା ପାଇଁ ଗୋଷ୍ଠୀ ସଂଘର୍ଷ : ବାରରୁ ଉର୍ଦ୍ଧ୍ବ ଆହତ
ଆଜିର ଖବର

ତିନିହଜାର ଟଙ୍କା ପାଇଁ ଗୋଷ୍ଠୀ ସଂଘର୍ଷ : ବାରରୁ ଉର୍ଦ୍ଧ୍ବ ଆହତ

September 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଗପତ : ଉତ୍ତରପ୍ରଦେଶର ବାଗପତ ଜନପଦଠାରେ ମାତ୍ର ତିନି ହଜାର ଟଙ୍କା ପାଇଁ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଛି ।  ଟଙ୍କା ନେଣଦେଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଏହାକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ  ପଥର ମାଡ ସହିତ ଫାୟାରିଂ ମଧ୍ୟ ହୋଇଛି । ଏହି ଘଟଣାରେ ଡର୍ଜନରୁ ଅଧିକ ଲୋକେ ଆହତ ହୋଇଛନ୍ତି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ଘଟଣାସ୍ଥଳରେ ବହୁ ସଂଖ୍ୟାରେ ପୋଲିସ୍‌ ପହଞ୍ଚି ସ୍ଥିତି ନିୟନ୍ତ୍ରଣକୁ ଆଣିଛନ୍ତି । ଏହି ଘଟଣାରେ ପୋଲିସ୍‌ 7ଜଣଙ୍କୁ ଗିରଫ ମଧ୍ୟ କରିଛି ।

ମିଳିଥିବା ସୂଚନା ଅନୁସାରେ ବାଗପତ ସହରର କୋତଓ୍ବାଲୀ ଅଞ୍ଚଳରେ ଏହି ଘଟଣା ଘଟିଛି । ଏଠାରେ ଗୋଟିଏ ପକ୍ଷର ଗାଈ କିଣିବାରେ 3ହଜାର 40 ଟଙ୍କା ବାକି ରହିଥିଲା । ଏହାକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ଦେଖୁ ଦେଖୁ ପରିସ୍ଥିତି ଏପରି ହୋଇଗଲା ଯେ ପଥର ମାଡ ସହିତ ଫାୟାରିଂ ଆରମ୍ଭ ହୋଇଥିଲା । ଘରର ଛାତରୁ ପଥର ମାଡ ହୋଇଥିବାର ମଧ୍ୟ ସୂଚନା ରହିଛି । ପୋଲିସ୍‌ ଘଟଣାର ତଦନ୍ତ କରିବା ସହିତ ଅଞ୍ଚଳର ସିସିଟିଭ୍‌ ଫୁଟେଜ୍‌ ଚେକ୍‌ କରି ଅନୁସନ୍ଧାନ ଜାରି ରଖିଛି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026
Latest News

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.