Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ 50 ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

ଦେଶରେ 50 ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

September 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 50 ଲକ୍ଷ 20 ହଜାର360କୁ ବୃଦ୍ଧି ହୋଇଥିବାବେଳେ  କରୋନା ଜନିତ ମୃତ୍ୟୁସଂଖ୍ୟା 82, 066ରେ ପହଞ୍ଚିଲା । ଗତ 24 ଘଣ୍ଟାରେ 90 ହଜାର 123 ଆକ୍ରାନ୍ତ ହୋଇଥିବାବେଳେ 1290 ଜଣଙ୍କର ମୃତ୍ୟୁ ହୋଇଛି । ମୋଟ ଆକ୍ଟିଭ କେସ୍‌ 9 ଲକ୍ଷ 95 ହଜାର 933 ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 39 ଲକ୍ଷ 42 ହଜାର 360 ।

ଜାନୁଆରୀ 30 ତାରିଖରେ ଦେଶରେ ପ୍ରଥମ କରୋନା ମାମଲା ଦେଖିବାକୁ ମିଳିଥିବାବେଳେ ମାତ୍ର ସାତ ମାସ ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 50 ଲକ୍ଷରେ ପହଞ୍ଚିଛି । ଗତ ଦୁଇ ମାସ ଧରି କରୋନା ମାମଲାରେ ଦ୍ରୁତ ଗତିରେ ବୃଦ୍ଧି ହୋଇଛି । 1ରୁ 10 ଲକ୍ଷ କେସ୍‌ ହେବାକୁ 169 ଦିନ ଲାଗିଥିବାବେଳେ  10-20 ଲକ୍ଷ କେସ୍‌ ମାତ୍ର 19 ଦିନ ମଧ୍ୟରେ ହୋଇଛି । ସେହିପରି 20-30 ଲକ୍ଷ କେସ୍‌ 19 ଦିନ ମଧ୍ୟରେ ହୋଇଥିବାବେଳେ ମାତ୍ର 13 ଦିନରେ 30ରୁ 40 ଲକ୍ଷରେ ପହଞ୍ଚିଥିଲେ । ସେହିପରି ମାତ୍ର 11 ଦିନରେ 40ରୁ 50ଲକ୍ଷରେ ପହଞ୍ଚିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026
Latest News

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.