Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବର-କଟକ କୋଭିଡ ନିୟମ ପାଳନ ଉପରେ ନଜର ରଖିବାକୁ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆଜିର ଖବର

ଭୁବନେଶ୍ବର-କଟକ କୋଭିଡ ନିୟମ ପାଳନ ଉପରେ ନଜର ରଖିବାକୁ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

September 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର-କଟକ କୋଭିଡ ନିୟମ ପାଳନ ଉପରେ ନଜର ରଖିବାକୁ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, ବର୍ତ୍ତମାନ କରୋନା ଭାଇରସ କଟକ ଭୁବନେଶ୍ବରେ ଅଧିକ ପରିଲକ୍ଷିତ ହେବାରେ ଲାଗିଛି। ଏହି ଦୁଇ ସହରରେ କୋଭିଡ ନିୟମ ଯେପରି ପାଳନ ହେବା କଥା ତାହା ହେଉ ନାହିଁ। ତୁରନ୍ତ ଏହାକୁ ନିୟନ୍ତ୍ରଣ କର ବୋଲି ଆଜି ମୁଖ୍ୟମନ୍ତ୍ରୀ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଏହି ଦୁଇ ସହରରେ କୋରନା ସ୍ଥିତି ସଂପର୍କରେ ବସିଥିବା ଏକ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟର ଅନ୍ୟ ଅଞ୍ଚଳମାନଙ୍କରେ କୋଭିଡ ନିୟମର କଡାକଡି ଅନୁପାଳନ ସନ୍ତୋଷ ଜନକ ଥିବାବେଳେ ଭୁବନେଶ୍ବର କଟକରେ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନଥିବାରୁ ଭୁବନେଶ୍ବର କଟକ କମିଶନରେଟ ଅଞ୍ଚଳରେ କୋଭିଡ ନିୟମ କାର୍ଯ୍ୟକାରିତା ଉପରେ ପୋଲିସ ମହାନିର୍ଦ୍ଦେଶକ ପ୍ରତ୍ୟକ୍ଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପୋଲିସ ଡିଜି
Share. Facebook Twitter LinkedIn Email WhatsApp Copy Link

Related Posts

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026

ମେକ୍ସିକୋରେ ଗୁଳିମାଡ଼ : ୧୦ ମୃତ

May 18, 2026
Latest News

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026

ମେକ୍ସିକୋରେ ଗୁଳିମାଡ଼ : ୧୦ ମୃତ

May 18, 2026

କାର ଧକ୍କାରେ ଜଣେ ସାଙ୍ଗ ମୃତ ଆଉ ଜଣେ ଗୁରୁତର

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.