Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତିରକ୍ଷା ସହଯୋଗ ନେଇ ଭାରତ ଓ ଆମେରିକା ପ୍ରତିରକ୍ଷା ପ୍ରତିନିଧି ମଣ୍ଡଳୀର ଭର୍ଚୁଆଲ ଆଲୋଚନା
ଆଜିର ଖବର

ପ୍ରତିରକ୍ଷା ସହଯୋଗ ନେଇ ଭାରତ ଓ ଆମେରିକା ପ୍ରତିରକ୍ଷା ପ୍ରତିନିଧି ମଣ୍ଡଳୀର ଭର୍ଚୁଆଲ ଆଲୋଚନା

September 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 10ମ ପ୍ରତିରକ୍ଷା ପ୍ରଯୁକ୍ତି ଓ ବାଣିଜ୍ୟିକ ଉପକ୍ରମ (ଡିଟିଟିଆଇ) ଗୋଷ୍ଠୀର ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଛି । ଭାରତ ପକ୍ଷରୁ ପ୍ରତିରକ୍ଷା ଉତ୍ପାଦନ ସଚିବ ରାଜକୁମାର ଓ ଆମେରିକା ତରଫରୁ ଅଣ୍ଡର ସେକ୍ରେଟାରୀ ଅଫ ଡିଫେନ୍ସ ଫର ଏକ୍ସିଜିବିସନ ଆଣ୍ଡ ସଷ୍ଟେନମେଂଟ ଏଲେନ ଏମ ଲର୍ଡ ବୈଠକରେ ସହ-ଅଧ୍ୟକ୍ଷତା କରିଥିଲେ । ବର୍ଷକୁ ଦୁଇ ଥର ପର୍ଯ୍ୟାୟ କ୍ରମେ ଭାରତ ଓ ଆମେରିକାରେ ଡିଟିଟିଆଇ ଗୋଷ୍ଠୀ ସମୂହ ବୈଠକ ଆୟୋଜିତ ହୋଇଥାଏ । ତେବେ କୋଭିଡ ମହାମାରୀ ଯୋଗୁଁ ଏଥରର ବୈଠକ ଭିଟିସି ମାଧ୍ୟମରେ ଆୟୋଜିତ ହୋଇଥିଲା ।

ଦ୍ୱିପାକ୍ଷିକ ପ୍ରତିରକ୍ଷା ବାଣିଜ୍ୟିକ ସମ୍ପର୍କ ପ୍ରତି ନେତୃବୃନ୍ଦଙ୍କ ଧ୍ୟାନ ଆକର୍ଷଣ ଓ ପ୍ରତିରକ୍ଷା ଉପକରଣଗୁଡିକର ମିଳିତ ଉତ୍ପାଦନ ତଥା ବିକାଶ ସୁଯୋଗ ସୃଷ୍ଟି କରିବା ଡିଟିଟିଆଇ ସମୂହର ଉଦ୍ଦେଶ୍ୟ । ସ୍ଥଳ, ନୌସେନା, ବାୟୁ ଓ ବିମାନ ବାହକ ପ୍ରଯୁକ୍ତି କ୍ଷେତ୍ରରେ ପାରସ୍ପରିକ ସହମତିରେ ପ୍ରକଳ୍ପ ପ୍ରୋତ୍ସାହନ ପାଇଁ ଚାରିଟି ମିଳିତ କାର୍ଯ୍ୟ ଗୋଷ୍ଠୀ ଗଠନ କରାଯାଇଛି ।

ବର୍ତ୍ତମାନର କାମ ଓ ଅବଧି ପ୍ରକଳ୍ପକୁ ପ୍ରାଥମିକତା ଭିତ୍ତିରେ ସାରିବା ପାଇଁ ଗୋଷ୍ଠୀଗୁଡିକ ସହ- ଅଧ୍ୟକ୍ଷମାନଙ୍କୁ ଜଣାଇଥିଲେ । ଡିଟିଟିଆଇର ସଫଳତା ପାଇଁ ପ୍ରତିବଦ୍ଧତାର ସାକ୍ଷ୍ୟ ଭାବେ ସହ-ଅଧ୍ୟକ୍ଷମାନେ ଷ୍ଟେଟମେଣ୍ଟ ଅଫ ଇଣ୍ଟେଟ (ଏସଓଆଇ)ରେ ହସ୍ତାକ୍ଷର କରିଥିଲେ। ବହୁ ଗୁରୁତ୍ୱପୂର୍ଣ୍ଣ ଡିଟିଟିଆଇ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଯୋଜନା ଓ ଉଲ୍ଲେଖନୀୟ ପ୍ରଗତି ଦ୍ୱାରା ପ୍ରତିରକ୍ଷା ପ୍ରଯୁକ୍ତି ସହଯୋଗ ନେଇ ଆଲୋଚନା ଦୃଢୀଭୂତ କରିବା ପାଇଁ ଏସଓଆଇ ସ୍ୱାକ୍ଷର ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Latest News

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.