Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ 97 ହଜାର 894 ଆକ୍ରାନ୍ତ ଚିହ୍ନଟ ; 1132 ମୃତ
ଆଜିର ଖବର

ଗତ 24 ଘଣ୍ଟାରେ 97 ହଜାର 894 ଆକ୍ରାନ୍ତ ଚିହ୍ନଟ ; 1132 ମୃତ

September 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି। ଦେଶରେ 24 ଘଣ୍ଟାରେ କରୋନା 97 ହଜାର 894 ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 1132 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା 83, 198ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 51ଲକ୍ଷ, 18ହଜାର 254କୁ ବୃଦ୍ଧି ପାଇଛି। ଏହାସହ ମୋଟ ସକ୍ରିୟ କେସ 10 ଲକ୍ଷ 09 ହଜାର 976 ରହିଥିବା ବେଳେ ସୁସ୍ଥ ହୋଇ 40 ଲକ୍ଷ 25 ହଜାର 089 ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଇସିଏମ୍‌ଆର ସୂଚନା ଅନୁସାରେ ସେପ୍ଟେମ୍ବର 16 ତାରିଖ ସୁଦ୍ଧା ମୋଟ୍‌ 6 କୋଟି 5 ଲକ୍ଷ ସାମ୍ପଲ୍‌ ଟେଷ୍ଟ ହୋଇଛି । ଯେଉଁଥିରେ 11ଲକ୍ଷ ସାମ୍ପଲ୍‌ର ଟେଷ୍ଟିଂ କାଲି ହୋଇଛି ।  ସେହିପରି ପଜିଟିଭିଟି ରେଟ୍‌ 7 ପ୍ରତିଶତରୁ କମ୍‌ ରହିଛି । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Latest News

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.