Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତ ଛାଡିଲେ ରାଜକିଶୋର
ଆଜିର ଖବର

ହାତ ଛାଡିଲେ ରାଜକିଶୋର

September 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତିର୍ତ୍ତୋଲ : ଆଗକୁ ତିର୍ତ୍ତୋଲ ଉପନିର୍ବାଚନ ଥିବାବେଳେ କଂଗ୍ରେସ ଦଳକୁ ବଡ୍‌ ଝଟକା ଲାଗିଛି । ହାତ ଛାଡିଛନ୍ତି ରାଜକିଶୋର ବେହେରା।କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ରାଜକିଶୋର ବେହେରା ଇସ୍ତଫା ଦେଇଛନ୍ତି । ପିସିସି ସଭାପତିଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି ରାଜକିଶୋର । 2009 ଓ 2014 ସାଧାରଣ ନିର୍ବାଚନରେ ତିର୍ତ୍ତୋଲରୁ କଂଗ୍ରେସର ବିଧାୟକ ପ୍ରାର୍ଥୀ ଥିଲେ ରାଜକିଶୋର ବେହେରା ।

ତିର୍ତ୍ତୋଲ ଉପନିର୍ବାଚନ ନେଇ ବିଜେଡି, କଂଗ୍ରେସ ଓ ବିଜେପି ନିଜ ନିଜର ରଣକୌଶଳ ପ୍ରସ୍ତୁତ କରିବାରେ ଲାଗିପଡ଼ିଛନ୍ତି । ଡିକ୍‌ ଏହି ସମୟରେ ରାଜକିଶୋରଙ୍କ ଇସ୍ତଫା ରାଜନୈତିକ ମହଲରେ ଚର୍ଚ୍ଚା ସୃଷ୍ଟି କରିଛି ।

bypoll Congress tritol
Share. Facebook Twitter LinkedIn Email WhatsApp Copy Link

Related Posts

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026
Latest News

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026

ଆମେରିକା ସହିତ ଯୁଦ୍ଧ ମଧ୍ୟରେ ଭାରତକୁ ଶକ୍ତିଶାଳୀ ବାର୍ତ୍ତା ପଠାଇଲା ଇରାନ: ଜାଣନ୍ତୁ….

April 2, 2026

ରାଜ୍ୟସଭାର ଏହି ପଦବୀରୁ ହଟିବେ ରାଘବ ଚଢା: ବଡ଼ ପଦକ୍ଷେପ ନେଲା ‘ଆପ’

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.