Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିର୍ତ୍ତୋଲ ରାଜନୀତିର ବଦଳୁଛି ପାଣିପାଗ : କଂଗ୍ରେସ ଛାଡିଲେ ରାଜକିଶୋର, ବିଜେପିରେ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା
ଆଜିର ଖବର

ତିର୍ତ୍ତୋଲ ରାଜନୀତିର ବଦଳୁଛି ପାଣିପାଗ : କଂଗ୍ରେସ ଛାଡିଲେ ରାଜକିଶୋର, ବିଜେପିରେ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

September 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଆଗକୁ ତିର୍ତ୍ତୋଲ ଉପନିର୍ବାଚନ ଥିବାବେଳେ କଂଗ୍ରେସ ଦଳକୁ ବଡ୍‌ ଝଟକା ଲାଗିଛି । ହାତ ଛାଡିଛନ୍ତି ରାଜକିଶୋର ବେହେରା। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ରାଜକିଶୋର ବେହେରା ଇସ୍ତଫା ଦେଇଛନ୍ତି । ପିସିସି ସଭାପତିଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି ରାଜକିଶୋର । 2009 ଓ 2014 ସାଧାରଣ ନିର୍ବାଚନରେ ତିର୍ତ୍ତୋଲରୁ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ। ସୂଚନାନୁଯାୟୀ କଂଗ୍ରେସର ହାତ ଛାଡିବା ପରେ ଏବେ ବିଜେପିରେ ଯୋଗଦେଇ ତିର୍ତ୍ତୋଲରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ଚର୍ଚ୍ଚା ହେଉଛି।

ତିର୍ତ୍ତୋଲ ଉପନିର୍ବାଚନ ନେଇ ବିଜେଡି, କଂଗ୍ରେସ ଓ ବିଜେପି ନିଜ ନିଜର ରଣକୌଶଳ ପ୍ରସ୍ତୁତ କରିବାରେ ଲାଗିପଡ଼ିଛନ୍ତି । ଠିକ୍‌ ଏହି ସମୟରେ ରାଜକିଶୋରଙ୍କ ଇସ୍ତଫା ରାଜନୈତିକ ମହଲରେ ଉଷ୍ମତା ସୃଷ୍ଟି କରିଛି ।

bypoll Congress
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.