Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ରାଜ୍ୟମନ୍ତ୍ରୀ ପ୍ରହଲ୍ଳାଦ ସିଂହ ପଟେଲଙ୍କୁ କରୋନା
ଆଜିର ଖବର

କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ରାଜ୍ୟମନ୍ତ୍ରୀ ପ୍ରହଲ୍ଳାଦ ସିଂହ ପଟେଲଙ୍କୁ କରୋନା

September 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ରାଜ୍ୟମନ୍ତ୍ରୀ ପ୍ରହଲ୍ଳାଦ ସିଂହ ପଟେଲଙ୍କୁ କରୋନା। ଏନେଇ କେନ୍ଦ୍ର ମନ୍ତ୍ରୀ ନିଜେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ପ୍ରହଲ୍ଲାଦ ସିଂହ ପଟେଲ୍ ଟ୍ବିଟ୍ କରି ଲେଖିଛନ୍ତି ଯେ, ଗତକାଲି ରାତିରେ ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି। ନିକଟରେ ଯେଉଁମାନେ ତାଙ୍କୁ ସାକ୍ଷାତ କରିଛନ୍ତି ସେମାନେ ଯଥାସମ୍ଭମ ସତର୍କ ରହିବା ସହିତ ପରୀକ୍ଷା କରାଇନେବା ଉଚିତ୍‌ ।

ଏହା ପୂର୍ବରୁ ଗୃହ ମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କାରୀ, ଧର୍ମେନ୍ଦ୍ର ପ୍ରଧାନ, ଅର୍ଜୁନ ରାମ ମେଘଓ୍ବାଲ, ଗଜେନ୍ଦ୍ର ସିଂହ ଶେଖାଓ୍ବତ କରୋନାରେ ସଂକ୍ରମିତ ହୋଇ ସାରିଛନ୍ତି। (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଲେ ମହାବାହୁ

June 29, 2026

ସ୍ନାନବେଦୀରେ ଗଜାନନ ବେଶରେ ଶ୍ରୀରଙ୍କନାଥ ଦେବ: ଦର୍ଶନ କଲେ ଅଗଣିତ ଶ୍ରଦ୍ଧାଳୁ

June 29, 2026

ନୟାଗଡ଼ ଜିଲ୍ଲାପାଳଙ୍କ ରଣପୁର ବ୍ଲକରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

June 29, 2026

ସମନ୍ୱୟ ସମିତି ପକ୍ଷରୁ ବିଶାଳ ଶିକ୍ଷକ ସମାବେଶ

June 29, 2026
Latest News

ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଲେ ମହାବାହୁ

June 29, 2026

ସ୍ନାନବେଦୀରେ ଗଜାନନ ବେଶରେ ଶ୍ରୀରଙ୍କନାଥ ଦେବ: ଦର୍ଶନ କଲେ ଅଗଣିତ ଶ୍ରଦ୍ଧାଳୁ

June 29, 2026

ନୟାଗଡ଼ ଜିଲ୍ଲାପାଳଙ୍କ ରଣପୁର ବ୍ଲକରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

June 29, 2026

ସମନ୍ୱୟ ସମିତି ପକ୍ଷରୁ ବିଶାଳ ଶିକ୍ଷକ ସମାବେଶ

June 29, 2026

ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ୨୦ ତମ ଜାତୀୟ ପରିସଂଖ୍ୟାନ ଦିବସ ପାଳିତ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.