Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 4180ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରୁ ଆଜି 4180ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

September 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି  4 ହଜାର 180କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 2466ଜଣ ଚିହ୍ନଟ ହୋଇଥିବାବେଳେ 1714ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  1 ଲକ୍ଷ 71ହଜାର341କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 37 ହଜାର140ଜଣ । ସେହିପରି ସୁସ୍ଥ ହୋଇଛନ୍ତି 1 ଲକ୍ଷ 33ହଜାର 466ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 669ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 4ହଜାର 180ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 688ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 155, ବାଲେଶ୍ବରରୁ 133, ବରଗଡରୁ 100, ଭଦ୍ରକରୁ 81, ବଲାଙ୍ଗିରରୁ 73, ବୌଦ୍ଧରୁ 56, କଟକରୁ 492, ଦେବଗଡରୁ 10, ଢେଙ୍କାନାଳରୁ 67, ଗଜପତିରୁ 25, ଗଞ୍ଜାମରୁ 58, ଜଗତସିଂହପୁରରୁ 123, ଯାଜପୁରରୁ 184, ଝାରସୁଗୁଡାରୁ 83, କଳାହାଣ୍ଡିରୁ 67, କନ୍ଧମାଳରୁ 77, କେନ୍ଦ୍ରାପଡାରୁ 121, କେଉଁଝରରୁ 73, କୋରାପୁଟରୁ 99, ମାଲକାନଗିରିରୁ 33, ମୟୂରଭଞ୍ଜରୁ 163, ନବରଙ୍ଗପୁରରୁ 73, ନୟାଗଡରୁ 54, ନୂଆପଡାରୁ 54, ପୁରୀରୁ 166, ରାୟଗଡାରୁ 160,  ସମ୍ବଲପୁରରୁ 127, ସୋନପୁରରୁ 62, ସୁନ୍ଦରଗଡରୁ 166ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ 337ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଏଫପିଓ କନକ୍ଲେଭ ୨୦୨୫ର ଉଦଘାଟନ କଲେ କେନ୍ଦ୍ର କୃଷିମନ୍ତ୍ରୀ

October 30, 2025

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

October 30, 2025

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025

ପୂର୍ବତଟ ରେଳପଥ ଦ୍ୱାରା ଡିସ୍ଲେକ୍ସିଆ ସଚେତନତା ମାସ ପାଳନ ପାଇଁ “ଗୋ ରେଡ୍” ଅଭିଯାନ

October 30, 2025
Latest News

ଜାତୀୟ ଏଫପିଓ କନକ୍ଲେଭ ୨୦୨୫ର ଉଦଘାଟନ କଲେ କେନ୍ଦ୍ର କୃଷିମନ୍ତ୍ରୀ

October 30, 2025

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

October 30, 2025

ଦେଶର ନୂତନ CJI ହେବ ଜଷ୍ଟିସ ସୂର୍ଯ୍ୟକାନ୍ତ: ସୁପାରିଶକୁ ଅନୁମୋଦନ କଲେ ରାଷ୍ଟ୍ରପତି

October 30, 2025

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025

ପୂର୍ବତଟ ରେଳପଥ ଦ୍ୱାରା ଡିସ୍ଲେକ୍ସିଆ ସଚେତନତା ମାସ ପାଳନ ପାଇଁ “ଗୋ ରେଡ୍” ଅଭିଯାନ

October 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.