Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍ତଫା ସହିତ ଚାଷୀଙ୍କ ସମବେଦନା ହରାଇଛନ୍ତି ହରସିମରତ୍ : ପଞ୍ଜାବ କଂଗ୍ରେସ ମୁଖ୍ୟ
ଆଜିର ଖବର

ଇସ୍ତଫା ସହିତ ଚାଷୀଙ୍କ ସମବେଦନା ହରାଇଛନ୍ତି ହରସିମରତ୍ : ପଞ୍ଜାବ କଂଗ୍ରେସ ମୁଖ୍ୟ

September 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବ : ନୂତନ କୃଷକ ବିଲକୁ ବିରୋଧ କରି ଖାଦ୍ୟ ପ୍ରକ୍ରିୟା କରଣ ମନ୍ତ୍ରୀ ରହିଥିବା ହରସିମରତ କୌର ବାଦଲ ଇସ୍ତଫା ପ୍ରଦାନ କରିଥିଲେ । ଏହାକୁ ନେଇ ଆଜି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ ସୁନୀଲ ଜଖାର । ହରସିମରତ ଇସ୍ତଫା ପ୍ରଦାନ କରିବା ସହିତ ଚାଷୀଙ୍କ ସମବେଦନା ମଧ୍ୟ ହରାଇଛନ୍ତି ବୋଲି ଜଖାର ମତ ଦେଇଛନ୍ତି । ବିଗତ ଚାରି ମାସ ଧରି ଅକାଳୀ ଦଳ ଚାଷୀଙ୍କୁ ବୋକା ବନାଇବାକୁ ଚେଷ୍ଟା କରୁଥିଲା । ମାତ୍ର ଶେଷରେ ସତ ସାମ୍ନାକୁ ଆସିଥିବା ବେଳେ ହାସ୍ୟାସ୍ପ ହୋଇଛି ଅକାଳୀ ଦଳ । ସେହିପରି ଏନଡିଏ ମେଣ୍ଟରେ ଅକାଳୀ ଦଳ ମଧ୍ୟ ନିଜର ସମସ୍ତ ସମ୍ମାନ ହରାଇ ସାରିଛି । ଚାଷୀଙ୍କ ସମର୍ଥନ ବିନା ଅକାଳୀ ଦଳ ଏନଡିଏ ମେଣ୍ଟ ପାଇଁ ବୋଝ ହୋଇଥିବାରୁ ମୋଦି ଅକାଳୀ ଦଳକୁ ମେଣ୍ଟରୁ ବାହାର କରିବାକୁ ଚାହୁଁଥିଲେ ବୋଲି ସୁନୀଲ ଜଖାର କହିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Latest News

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.