Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ କୋଭିଡ୍‌ ମୃତ୍ୟୁହାର ସାରା ଦେଶରେ କମ୍‌ ରହିଛି – ଶାଳିନୀ ପଣ୍ଡିତ
ଆଜିର ଖବର

ଓଡ଼ିଶାରେ କୋଭିଡ୍‌ ମୃତ୍ୟୁହାର ସାରା ଦେଶରେ କମ୍‌ ରହିଛି – ଶାଳିନୀ ପଣ୍ଡିତ

September 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ଅପଡେଟ୍‌ ନେଇ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି ।ଓଡ଼ିଶାରେ କୋଭିଡ୍‌ ମୃତ୍ୟୁହାର ସାରା ଦେଶରେ କମ୍‌ ରହିଛି । ରାଜ୍ୟର 70 ପ୍ରତିଶତ ଆକ୍ରାନ୍ତ ହୋମ୍‌ ଆଇସୋଲେସନ୍‌ରେ ଅଛନ୍ତି । ହୋମ୍‌ ଆଇସୋଲେସନ୍‌ରେ ଥିବା ଅଧିକାଂଶ ଆକ୍ରାନ୍ତ ଆରୋଗ୍ୟ ହେଉଛନ୍ତି । ଆସନ୍ତା 7 ଦିନ ଯାଏ ବିଶେଷଜ୍ଞ ଡାକ୍ତର ସାଢେ 4ଟାରେ ପରାମର୍ଶ ଦେବେ । ହୋମ୍‌ ଆଇସୋଲେସନ୍‌ ସମ୍ପର୍କରେ ପ୍ରଫେସର ଅମରେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି । ଲକ୍ଷଣ ନଥିବା ଓ ଅତି ଅଳ୍ପ ଲକ୍ଷଣ ଥିବା  ଲୋକେ ଘରେ ରହି ଚିକିତ୍ସା ହୋଇପାରିବେ । ହୋମ୍‌ ଆଇସୋଲେସନ୍‌ରେ ଥିବାବେଳେ ଲକ୍ଷଣ ଦେଖିଲେ ଜଣାଇବେ । ହୋମ୍‌ ଆଇସୋଲେସନ୍‌ରେ ଥିବା ଆକ୍ରାନ୍ତଙ୍କୁ ମାଗଣାରେ କିଟ୍‌ ଦିଆଯାଉଛି । କିଟ୍‌ ଔଷଧ ସହିତ ଯାବତୀୟ ସୂଚନା ପୁସ୍ତିକା ମଧ୍ୟ ମିଳୁଛି ବୋଲଇ ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ଓଡ଼ିଶା ଯାତ୍ରୀ ଦ୍ୱାରା ଭାରତର ପ୍ରଥମ ରାଜ୍ୟ-ମାଲିକାନା ସୁରକ୍ଷା ଆପ୍‌ର ଶୁଭାରମ୍ଭ

September 4, 2026

ଓଡ଼ିଶୀ ନୃତ୍ୟ ଜଗତରେ ଅପୂରଣୀୟ ଶୂନ୍ୟତା: ବିଶିଷ୍ଟ ନୃତ୍ୟଶିଳ୍ପୀ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରଲୋକ

September 4, 2026

ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି

September 4, 2026
Latest News

ବିଷାକ୍ତ ଗ୍ୟାସ ଲିକ୍‌, ୩୭ ମୃତ

September 4, 2026

ଚୀନ୍‌-ଆମେରିକା ଉପରେ ନିର୍ଭରଶୀଳତା ୟୁରୋପକୁ ଭାରି ପଡ଼ୁଛି: ୱେଭର

September 4, 2026

ଓଡ଼ିଶା ଯାତ୍ରୀ ଦ୍ୱାରା ଭାରତର ପ୍ରଥମ ରାଜ୍ୟ-ମାଲିକାନା ସୁରକ୍ଷା ଆପ୍‌ର ଶୁଭାରମ୍ଭ

September 4, 2026

ଓଡ଼ିଶୀ ନୃତ୍ୟ ଜଗତରେ ଅପୂରଣୀୟ ଶୂନ୍ୟତା: ବିଶିଷ୍ଟ ନୃତ୍ୟଶିଳ୍ପୀ ବିଜୟଲକ୍ଷ୍ମୀ ମହାନ୍ତିଙ୍କ ପରଲୋକ

September 4, 2026

ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.