Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେଣ୍ଢାଶାଳରେ ମର୍ମନ୍ତୁଦ ଦୁର୍ଘଟଣା : ଚାରି ଗୁରୁତର
ଆଜିର ଖବର

ମେଣ୍ଢାଶାଳରେ ମର୍ମନ୍ତୁଦ ଦୁର୍ଘଟଣା : ଚାରି ଗୁରୁତର

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଭୁବନେଶ୍ବର ଉପକଣ୍ଠ ମେଣ୍ଢାଶାଳ ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୋକାନ ଉପରେ ଚଢ଼ି ଓଲଟି ପଡ଼ିଲା ପଥର ବୋଝେଇ ଟ୍ରକ୍। ଫଳରେ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ଏକାଧିକ ଦୋକାନ ଉପରେ ଚଢ଼ିଯାଇ ପଥର ବୋଝେଇ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଗୁରୁତରଙ୍କୁ ନିକଟସ୍ଥ ମେଣ୍ଢାଶାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 8, 2025

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025
Latest News

ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 8, 2025

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିହାରରେ ରାଜନୈତିକ ହଲଚଲ ବୃଦ୍ଧି: ଜରୁରୀକାଳୀନ ବୈଠକ ଡାକିଲା ଚିରାଗ ପାସୱାନଙ୍କ ଦଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.