Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 9 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା 691କୁ ବୃଦ୍ଧି
ଆଜିର ଖବର

ଆଜି 9 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା 691କୁ ବୃଦ୍ଧି

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 9 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ ଜିଲ୍ଲାରୁ ସର୍ବାଧିକ 2 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଭଦ୍ରକ, କଟକ, ବଲାଙ୍ଗିର, ଗଜପତି, ପୁରୀ, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତୁ ସଂଖ୍ୟା 691କୁ ବୃଦ୍ଧି ହୋଇଛି ।

ବଲାଙ୍ଗି ଜିଲ୍ଲାରୁ ସର୍ବାଧିକ 2  ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 63 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 55 ବର୍ଷୀୟା ମହିଳା । ସେହିପରି ଭଦ୍ରକରୁ ଜଣେ 52 ବର୍ଷୀୟ ବ୍ୟକ୍ତି ଥିବାବେଳେ ବଲାଙ୍ଗିରରୁ 55 ବର୍ଷୀୟ ପୁରୁଷ, ଗଜପତିରୁ 37 ବର୍ଷୀୟା ପୁରୁଷ ଓ କଟକରୁ 78 ବର୍ଷୀୟା ମହିଳା ରହିଛନ୍ତି । ସେହିପରି ପୁରୀରୁ 73 ବର୍ଷୀୟ ପୁରୁଷଙ୍କ ସମେତ ରାୟଗଡରୁ 52 ବର୍ଷୀୟ ବ୍ୟକ୍ତି ଓ ସମ୍ବଲପୁରରୁ 60 ବର୍ଷୀୟା ମହିଳାଙ୍କର କରୋନାରେ ମୃତ୍ୟୁ ହୋଇଥିବାର ସୂଚନା ରହିଛି ।

Balangir coronadeath cuttack Puri
Share. Facebook Twitter LinkedIn Email WhatsApp Copy Link

Related Posts

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.